Odia News Portal
Monthly Archives

February 2021

୨୦୨୧-୨୨ ବଜେଟ୍‌ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ । ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ସମୟରେ ତାହା ପୂର୍ବରୁ ୯ ତାରିଖ ଦିନ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ

ବଲାଙ୍ଗୀର ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କଲେ ଶ୍ରୀମୟୀ

ଭୁବନେଶ୍ବର: ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସ୍କୁଲ’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗିଦାରୀ ହୋଇପାରିବ । ତାହା

ରମାଦେବୀ ପାଇଁ ଆଉ ୧୮ କୋଟି

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୪ଟି ବିଲ୍ଡିଂ ଲୋକାର୍ପଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପଣ । ୩୩ କୋଟି ଟଙ୍କାରେ ଏହି ୪ଟି ବିଲ୍ଡିଂ ନିର୍ମାଣ କରାଯାଇଛି । ଏକାଡେମିକ ବ୍ଲକ ୨ ଓ ୩ ଏବଂ ଅନ୍ୱେଷା ଛାତ୍ରୀ ନିବାସ ଲୋକାର୍ପିତ ହୋଇଛି । କୁନ୍ତଳା

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ | ମେ ୩ରୁ ମେ ୧୫ ପର୍ଯ୍ୟନ୍ତ ପରୀକ୍ଷା ହେବ | ତେବେ ପରୀକ୍ଷା ସକାଳ ୮ରୁ ଆରମ୍ଭ ହୋଇ ଦିନ ୧୦ ପର୍ଯ୍ୟନ୍ତ ଚାଲିବ| ମେ ୩ ତାରିଖ ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା | ମେ ୫ରେ ଦ୍ୱିତୀୟ ଭାଷା ଇଂଲିଶ , ୭ରେ ତୃତୀୟ ଭାଷା

ଆହତ ଅବସ୍ଥାରେ ହରିଣ ଉଦ୍ଧାର

ଗଞ୍ଜାମ: ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ତେବେ ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ମଧ୍ୟ ବହୁ ସମୟରେ ନଜର ରହିଛି । ସେହିପରି ସୋମବାର ଅପରାହ୍ନ ୧:୫୦ ମିନିଟରେ ଏକ ହରିଣ ଦୁର୍ଘଟଣା ଅବସ୍ଥାରେ କୋଦଳା- ଖଲ୍ଲିକୋଟ ମୁଖ୍ୟ ରାସ୍ତା ଇଣ୍ଡିଆନ

ଲକ୍ଷ୍ୟ ୪୨୦, ଭାରତ ୩୯/୧

ଚେନ୍ନାଇ: ଚେନ୍ନାଇରେ ଟେଷ୍ଟରେ ଭାରତକୁ ମିଳିଲା ୪୨୦ ରନର ବିଜୟ ଲକ୍ଷ୍ୟ। ଇଂଲଣ୍ଡ ଦ୍ଵିତୀୟ ଇନିଂସରେ ୧୭୮ ରନରେ ଅଲଆଉଟ୍ ହୋଇଛି । ପ୍ରଥମ ଇନିଂସରେ ୨୪୧ ରନରେ ପଛୁଆ ରହି ଫଲୋଅନ ଏଡାଇ ପାରିନଥିବା ଭାରତ ସମ୍ମୁଖରେ ରହିଛି ବିଶାଳ ୪୨୦ ରନର ବିଜୟ ଲକ୍ଷ୍ୟ । ଚତୁର୍ଥ ଦିନରେ ଭାରତ

ଖଣ୍ଡଗିରି ଯାତ୍ରା ପାଇଁ ଚାଲିଛି ଜାଗା ଖୋଜା

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରା ପାଇଁ ଚାଲିଛି ଜାଗା ଖୋଜା | ଖଣ୍ଡଗିରି ଯାତ୍ରାର ଆୟୋଜନକୁ ନେଇବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ପୂର୍ବସ୍ଥାନରେ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲିଛି । ତା’ଛଡ଼ା ଖଣ୍ଡଗିରି ଯାତ୍ରାକୁ ଦୈନିକ ୫୦ହଜାରରୁ ଅଧିକ ଲୋକଙ୍କ ସମାଗମ

ଏମଏସପି ଥିଲା, ଅଛି ଓ ରହିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାକୁ ସମ୍ବୋଧିତ କରିଛନ୍ତି । ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି । ଏହା ସହିତ ଆନ୍ଦୋଳନରତ ଚାଷୀଙ୍କୁ ଅପିଲ କରି କହିଛନ୍ତି, ଏମ.ଏସ.ପି ଥିଲା, ଅଛି ଏବଂ ଆଗକୁ ମଧ୍ୟ ରହିବ ।

ମହାପ୍ରଭୁଙ୍କ କାମ କେହି ଅଟକାଇ ପାରିବେନି: ନବୀନ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରିଥିଲେ । ପ୍ରଥମେ ତଳବଣିଆ ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରରେ ପହଞ୍ଚିଥିଲେ । କରୋନା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି |