Odia News Portal
Monthly Archives

February 2021

ବିଏମସି କମିଶନର ନେଲେ କରୋନା ଟିକା

ଭୁବନେଶ୍ୱର: କରୋନା ଗ୍ରହଣ କଲେ ବିଏମସି କମିଶନର । କ୍ୟାପିଟାଲ ହସ୍ପିଟାଲରେ ଆଜି କରୋନା ଟିକା ଗ୍ରହଣ କରିଛନ୍ତି ପ୍ରେମଚନ୍ଦ୍ର ଚୌଧୁରୀ । ଟିକା ନେବା ପରେ ସେ ଅଧଘଣ୍ଟା ଅବଜରଭେସନରେ ରହିଥିଲେ । ତେବେ ଏହା ପୂର୍ବରୁ ଅନ୍ୟ ପ୍ରଶାସନିକ ଅଧିକାରୀ ମଧ୍ୟ ଟିକା ଗ୍ରହଣ କରିଥିଲେ ।

ତଦନ୍ତ ପରେ ବିହିତ କାର୍ଯ୍ୟାନୁଷ୍ଠାନ: ପିସିସି ସଭାପତି

ଭୁବନେଶ୍ୱର: ଆଜି କଂଗ୍ରେସ ଭବନରେ ଦୁଇଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।ସେ କହିଛନ୍ତି ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ | କଂଗ୍ରେସ ଭବନରେ ଆଜି ଦିନ ୧୧ଟାବେଳେ ଓବିସି

ଭୁବନେଶ୍ୱର ବିମାନବନ୍ଦରରେ ସ୍କ୍ରିନିଂ ଆରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଦ ହଜାଇଲାଣି କରୋନାର ୨ୟ ଷ୍ଟ୍ରେନ୍‌ । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନିଆଯାଇଛି ।ଏବଂ ଆଜିଠାରୁ ବିମାନବନ୍ଦରରେ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ ହୋଇଛି । ବାହାର ରାଜ୍ୟରୁ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସ୍କ୍ରିନିଂ କରାଯିବ । କରୋନାର ୨ୟ