Odia News Portal
Monthly Archives

February 2021

ଟୁଲକିଟ୍ ମାମଲାରେ ଦିଶାଙ୍କୁ ଆଶ୍ଵସ୍ତି

ନୂଆଦିଲ୍ଲୀ: ଟୁଲକିଟ୍ ମାମଲାରେ ଗିରଫ ଦିଶା ରବିଙ୍କୁ ପଟିଆଲା ହାଉସ୍ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି । ୧ ଲକ୍ଷ ଟଙ୍କା ମୁଚାଲିକାରେ ଦିଶାଙ୍କୁ ଜାମିନ ପ୍ରଦାନ କରାଯାଇଛି । ଆଜି କୋର୍ଟରେ ଶୁଣାଣି ବେଳେ ପୋଲିସ ଦିଶା ରବିଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେବାକୁ ଅପିଲ କରିଥିବା ବେଳେ ଏହାକୁ

ଟିକସ ପଇସାରେ ବିକାଶ କାମ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିକୁ ନେଇ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କେନ୍ଦ୍ରମନ୍ତ୍ରୀ କହିଛନ୍ତି, ପେଟ୍ରୋଲିୟମ୍ ଉତ୍ପାଦକୁ ଜିଏସଟି ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ କରିବା ଲାଗି ଜିଏସଟି କାଉନସିଲକୁ ଅନୁରୋଧ କରାଯାଇଛି। ଏହାଦ୍ବାରା

ବସ୍ ଟର୍ମିନାଲ ପାଇଁ ଜବରଦଖଲ ଉଚ୍ଛେଦ

କଟକ: କଟକ ନେତାଜୀ ବସ୍ ଟର୍ମିନାଲ ପାଇଁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ।ଏବେ ଆଉ ଅଟକି ପାରିବନି ବସ୍ ଟର୍ମିନାଲ କାର୍ଯ୍ୟ | କାରଣ ସରକାରଙ୍କ ପାଖରେ ଏବେ ଉପଲବ୍ଧ ଅଛି ସମସ୍ତ ୧୨ ଏକର ଜମି । ଏହାସହ ଜବରଦଖଲରେ ଥବା ସରକାରୀ ଜମିରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜିଲ୍ଲାପାଳ

ପୁଣି ଭେଜାଲ ସିମେଣ୍ଟ କାରଖାନା ଠାବ

କଟକ: କଟକରେ ପୁଣି ନକଲି ସିମେଣ୍ଟ କାରଖାନା ଠାବ| ଆଜି ସକାଳେ ଏହି ନକଲି କାରଖାନା ଉପରେ ଚଢାଉ କରିଥିଲା ପୋଲିସ । କଟକ ଜଗତପୁର ଖଇରା ପୋଲ ନିକଟରୁ ଅପମିଶ୍ରିତ ସିମେଣ୍ଟ କାରଖାନା ଠାବ ହୋଇଛି। ଜଗତପୁର ପୋଲିସ ଏସିପି ଯୋନ-୧ଙ୍କ ନେତୃତ୍ୱରେ କାରଖାନା ଉପରେ ଚଢ଼ାଉ କରି ଗୋଟିଏ ସିମେଣ୍ଟ

ଖୋଲିବନି ପ୍ରଥମରୁ ଅଷ୍ଟମ ସ୍କୁଲ: ସମୀର ଦାଶ

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏବେ ଖୋଲିବ ନାହିଁ ସ୍କୁଲ । ଏନେଇ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ପ୍ରଦାନ କରିଛନ୍ତି । ଆଜିଠୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ । ଏଭଳି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ହୁ ହୁ ହୋଇ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର: ଚିନ୍ତା ବଢ଼ାଇଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ସାଧାରଣ ଲୋକଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ସାବ୍ୟସ୍ତ ହେଉଛି । ତେବେ ୨ଦିନ ସ୍ଥିର ରହିବା ପରେ ରାଜ୍ୟରେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବଢ଼ିଥିବାର ସୂଚନା ମିଳିଛି। ଆଜି କାଲିମେଳାରେ ପେଟ୍ରୋଲ ଲିଟର ପିଛା ଦର

ସାଇକେଲରେ ଆସିଲେ ତାରା,ସୁର ଓ ଅଧିରାଜ

ଭୁବନେଶ୍ୱର: ଚିନ୍ତା ବଢ଼ାଇଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ସାଧାରଣ ଲୋକଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ସାବ୍ୟସ୍ତ ହେଉଛି । ତେବେ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିର ଅଭିନବ ପ୍ରତିବାଦ କରିଛନ୍ତି । ବିଧାନସଭାର ବଜେଟ୍ ଅଧିବେଶନ ଚାଲିଥିବା ସମୟରେ କଂଗ୍ରେସ