Odia News Portal
Monthly Archives

March 2021

ଟିକା ନେବାକୁ ଉତ୍ସାହିତ କଲେ ଡିଏମଇଟି

ଭୁବନେଶ୍ବର: କରୋନା ସଂକ୍ରମଣ ବଢ଼ୁଥିବାରୁ ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଜନସାଧାରଣଙ୍କୁ କେତେକ ପରାମର୍ଶ ଦେଇଛନ୍ତି। ଲୋକଙ୍କୁ ସାମାଜିକ ଦୂରତା ରକ୍ଷା କରିବା ସହ, ମାସ୍କ ଓ ସାନିଟାଇଜର୍ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି। ଯଦି ନିଜ ଘର କିମ୍ବା ଘର ପାଖରେ କେହି ରାଜ୍ୟ

ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା: ପ୍ରଦୀପ୍ତଙ୍କ ବିବୃତିରେ ୩ ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ବର: ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା ହୋଇଥିଲା । ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବା ଅବସରରେ ଇତିହାସରେ କ’ଣ ଘଟିଥିଲା ତାକୁ ଉପସ୍ଥାପନ କରିବା ଯେତିକି ଜରୁରୀ,ତାଙ୍କ ନୀତି ଓ ବିଚାରକୁ ଆମେ କେତେ ଦୂର ପାଳନ

ରାଜ୍ୟରେ ୨୪ ଘଣ୍ଟାରେ ୧୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ମଙ୍ଗଳବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାସହ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ଏଥିପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଚୟନକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି ।

ଆମେରିକାରେ ଗୁଳିକାଣ୍ଡ, ୧୦ ମୃତ

ଆମେରିକା: ଆମେରିକାର କଲରାଡୋ ସୁପର ମାର୍କେଟରେ ଭୟଙ୍କର ଗୁଳିକାଣ୍ଡ । ଜଣେ ସନ୍ଦିଗ୍ଧ ବ୍ୟକ୍ତି ଦ୍ୱାରା ହୋଇଥିବା ଗୁଳିକାଣ୍ଡ ଯୋଗୁଁ ଜଣେ ପୋଲିସ ଅଧିକାରୀଙ୍କ ସମେତ ୧୦ ଜଣଙ୍କର ଘାଟ ସ୍ଥଳରେ ମୃତ୍ୟୁ ହୋଇଛି । ଗୁଳିକାଣ୍ଡ ଘଟଣାରେ ସଂପୃକ୍ତ ଜଣେ ସନ୍ଧିଗ୍ଧକୁ ପୋଲିସ ହେପାଜତକୁ

ବଢୁଛି ଋଣ ଭାର

ଭୁବନେଶ୍ୱର : ୨୦୨୦-୨୧ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ୧ ଲକ୍ଷ ୩ ହଜାର ୪୧୦ କୋଟି ଟଙ୍କା ରହିଛି । ଯେଉଁଥିରେ ରହିଛି ୬ ହଜାର ୩୪୭ କୋଟି ଟଙ୍କା ବୈଦେଶିକ ଋଣ । ସେହିପରି ନାବାର୍ଡ ଠାରୁ ରାଜ୍ୟ ସରକାର ୧୫ ହଜାର ୬୨୩ କୋଟି ଟଙ୍କାର ଋଣ ଆଣିଛନ୍ତି । ୫୩, ୩୮୫ କୋଟି ଟଙ୍କା

ରାଜ୍ୟରେ ବଢୁଛି ସାଇବର ଅପରାଧ

ଭୁବନେଶ୍ୱର : ରାଜ୍ୟରେ ସାଇବର ଅପରାଧ ମାମଲା ବଢ଼ୁଛି । ୨୦୧୯ ମସିହାରେ ୧୪୭୫ଟି ମାମଲା ରୁଜୁ ହୋଇଥିଲା ବେଳେ ୨୦୨୦ ମସିହାରେ ଏହା ୧୯୩୧କୁ ବୃଦ୍ଧି ପାଇଛି ବୋଲି ବିଧାନସଭାରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି । ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ