Odia News Portal
Monthly Archives

March 2021

୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଏପ୍ରିଲ୍ ୨ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉପରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ଉତ୍ସବରେ ପ୍ରାୟ ୧୮୦ ଜଣ ଛାତ୍ରୀଛାତ୍ରୀଙ୍କୁ ପିଏଚଡି ଏବଂ ଡିଏଲ୍ଇଟ୍ ପ୍ରଦାନ

ଶ୍ରୀମନ୍ଦିରରେ ଏନଏସଜି ଟିମ୍

ପୁରୀ : ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହା ପୂର୍ବରୁ ପୁରୀ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ବୁଲି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି ଏନଏସଜି ଟିମ୍ । ପୋଲିସ ସହାୟତାରେ ଏନଏସଜିର ୩ ଜଣିଆ ଟିମ୍ ପୁରୀ ଶ୍ରୀମନ୍ଦିର ପହଞ୍ଚି

ବିଜେପି ସାଂସଦଙ୍କ ସନ୍ଦେହଜନକ ମୃତ୍ୟୁ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ମଣ୍ଡିର ବିଜେପି ସାଂସଦ ରାମସ୍ୱରୂପ ଶର୍ମାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଦିଲ୍ଲୀ ସ୍ଥିତ ଗୋମତି ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ

ବନ୍ଧୁକ ଦେଖାଇ ୨୧ ଲକ୍ଷ ଟଙ୍କା ଲୁଟ୍

ସୁବର୍ଣ୍ଣପୁର: ବ୍ୟାଙ୍କ ଠିକା କର୍ମଚାରୀଙ୍କ ଠାରୁ ୨୧ ଲକ୍ଷ ଟଙ୍କା ଲୁଟ୍। ଏଟିଏମ୍‌ରେ ଟଙ୍କା ଭରିବାକୁ ଯିବା ବେଳେ ଲୁଟି ନେଲେ ଦୁର୍ବୃତ୍ତ। ବାଘଲପୁର ଛକ ନିକଟରେ ଏହି ଲୁଟ୍ ଘଟଣା ଘଟିଛି । ୩ ଟି ବାଇକରେ ଆସିଥିବା ୬ ଜଣ ଲୁଟେରା ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟି ନେଇଥିବା

ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲା ବିଜେଡି

ଭୁବନେଶ୍ୱର: ଲଗାତାର ୫ ଦିନ ହେଲା ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରୁଛନ୍ତି ବିରୋଧୀ । ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରୁଛନ୍ତି ବାଚସ୍ପତି । ଆଜି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ବିରୋଧୀ ମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ