Odia News Portal
Monthly Archives

March 2021

ଟିକାର ପ୍ରଥମ ଡୋଜ୍ ନେଲେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଓଡିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କୋଭିଡ୍ ଟିକା ନେଇଛନ୍ତି ।ଓଡିଶାର ରାଜଭବନ ହସ୍ପିଟାଲରେ ପହଞ୍ଚି ପ୍ରଫେସର ଗଣେଶୀ ଲାଲ କୋଭିଡ୍ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ଏଥିସହ ସେ ସାଧାରଣ ଲୋକଙ୍କୁ ଟିକାକରଣ ପ୍ରକ୍ରିୟାରେ ସାମିଲ ହେବା ନେଇ ଅପିଲ କରିଛନ୍ତି ।

ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ବସ ଭଡା | ସାଧାରଣ ଓ ଏକ୍ସପ୍ରେସ ବସ ଭଡା କିଲୋମିଟର ପିଛା ୫ ପଇସା ବୃଦ୍ଧି କରାଯାଇଥିବାବେଳେ ଡିଲକ୍ସ ଓ ଏସି ଡିଲକ୍ସ ବସ ଭଡା କିଲୋମିଟର ପିଛା ୧୦ ପଇସା ବୃଦ୍ଧି କରାଯାଇଛି । ପୂର୍ବରୁ ସାଧାରଣ ବସ୍‌ ଭଡ଼ା ଥିଲା ୮୦ ପଇସା, ତେବେ ୫ ପଇସା ବୃଦ୍ଧି ପରେ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଲକ୍ଷ୍ମୀ ନିୱାସ ମିତ୍ତଲ୍

ଭୁବନେଶ୍ୱର: ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀ ନିୱାସ ମିତ୍ତଲ ଆଜି ନବୀନ ନିୱାସ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତେବେ ଲକ୍ଷ୍ମୀ ନିୱାସ ମିତ୍ତଲ ଓଡିଶାରେ କମ୍ପାନୀର ବିଭିନ୍ନ ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଥିବା