Odia News Portal
Monthly Archives

April 2021

୭ ରାଜ୍ୟକୁ ପଠାଯାଇଛି ୧୨ଶହ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ୍: ଏଡିଜି

ଭୁବନେଶ୍ୱର: ଅକ୍ସିଜେନ ଅଭାବ ପୂରଣ କରିଛି ଓଡିଶା । ଆଜି ଓଡିଶାରୁ ୭ ରାଜ୍ୟକୁ ପଠାଯାଇଛି ଅକ୍ସିଜେନ୍ । ମୋଟ୍ ୬୭ଟି ଟ୍ୟାଙ୍କରରେ ୧୨୬୭ ମେଟ୍ରିକ୍ ଟନ୍ ଅକ୍ସିଜେନ୍ ପଠାଯାଇଛି | ଏନେଇ ଏଡିଜି ଯଶୋବନ୍ତ ଜେଠ୍‌ଓ୍ୱା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ପ୍ରଦାନ କରିଛନ୍ତି । ସେ ଆହୁରି

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବିଶ୍ୱକେଶନ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ । କଂଗ୍ରେସର ପିପିଲି ପ୍ରାର୍ଥୀ ବିଶ୍ୱକେଶନ ହରିଚନନ୍ଦନ ମହାପାତ୍ର ନାମାଙ୍କନ ପତ୍ର ଦାଖଲ କରିବେ ।ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା

ପରୀକ୍ଷା ବାତିଲ ଦାବିରେ +୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର : +୨ ପରୀକ୍ଷା ବାତିଲ ଦାବିରେ ପୁଣି ରାଜରାସ୍ତାରେ ଛାତ୍ରଛାତ୍ରୀ । ମହାତ୍ମାଗାନ୍ଧୀ ମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଛାତ୍ରଛାତ୍ରୀ । ଦଶମ ଶ୍ରେଣୀ ପରିକ୍ଷା ବାତିଲ ହୋଇଥିବା ବେଳେ +୨ ପରୀକ୍ଷା କାହିଁକି ବାତିଲ ହେବ ନାହିଁ ବୋଲି ଛାତ୍ରଛାତ୍ରୀ ପ୍ରଶ୍ନ କରିଛନ୍ତି ।

କୋଭିଡ୍ ମୁକାବିଲା ପାଇଁ ୫ ଜିଲ୍ଲାରେ ୧୭ ଓଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସାଙ୍ଘାତିକ ସ୍ଥିତି ଧାରଣ କଲାଣି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ବୃଦ୍ଧି ପାଉଥିବା ୫ ଜିଲ୍ଲା ପାଇଁ ସରକାର ୧୭ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି । ଏମାନେ ଜିଲ୍ଲା ପ୍ରଶାସନ ଅଧୀନରେ କୋଭିଡ୍‌ ମୁକାବିଲା ପାଇଁ କାମ କରିବେ । ବଲାଙ୍ଗୀର

ଶୋଇବା ଶୈଳୀ ଦୂର କରେ ଅନେକ ରୋଗ

ଭୁବନେଶ୍ବର: ଶୋଇଲେ ଦେହ ସୁସ୍ଥ ରହିଥାଏ । ନିଦ ପାଇଁ ଭଲ ବାତାବରଣ ହେବା ସହିତ ଶୋଇବାର ମୁଦ୍ରା ମଧ୍ୟ ଠିକ୍ ଥିବା ଦରକାର । ଠିକ୍ ମୁଦ୍ରାରେ ଶୋଇବା ଦ୍ୱାରା ଆପଣ କେତେକ ରୋଗରୁ ବଞ୍ଚିପାରିବେ । ଆପଣ ଯଦି ଭୁଲ୍ ମୁଦ୍ରାରେ ଶୋଇବେ ତା'ହେଲେ କୌଣସି ରୋଗ କିମ୍ବା ଶାରୀରିକ ସମସ୍ୟାର ଶିକାର ହେବେ

୩.୮୮ କୋଟି ଟିକା କିଣିବ ଓଡ଼ିଶା

ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ଟିକାକରଣରେ ମାଗଣା ଟିକା ଦେବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ପରେ ପରେ କୋଭିସିଲଡ ଓ କୋଭାକ୍ସିନ ଟିକା ଯୋଗାଇ ଦେବାକୁ ସେରମ ଇନଷ୍ଟିଚ୍ୟୁଟ ଓ ଭାରତ ବାୟୋଟେକ୍ ମୁଖ୍ୟଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ସମୟ ଭିତରେ ଟିକା ଯୋଗାଇ ଦେବାପାଇଁ କଣ ସବୁ

ଦ୍ୱିତୀୟ ଥର ପାଇଁ କରୋନା ପଜିଟିଭ୍‌ ହେଲେ ବାବୁଲ ସୁପ୍ରିୟୋ

କୋଲକାତା: ଦେଶରେ ଅଣାୟତ୍ତ କରୋନା ସଂକ୍ରମଣ | ଦୈନିକ ୩ ଲକ୍ଷ ପାର କରୁଛି ସଂକ୍ରମଣ ସଂଖ୍ୟା । ଏହାରି ଭିତରେ ନିର୍ବାଚନ ଚାଲିଥିବା ପଶ୍ଚିମବଙ୍ଗରେ ସ୍ଥିତି ସାଙ୍ଘାତିକ ହେବାକୁ ବସିଲାଣି। ଆଜି କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବାବୁଲ ସୁପ୍ରିୟୋ ପୁଣି ଥରେ କରୋନାରେ ଆକ୍ରାନ୍ତ