Odia News Portal
Monthly Archives

April 2021

ରାଗିଲେ କଙ୍ଗନା, କାରଣ ପଢନ୍ତୁ

ନୂଆଦିଲ୍ଲୀ: ଧର୍ମା ପ୍ରଡକ୍ସନ୍ସର ବହୁ ଚର୍ଚ୍ଚିତ ଉଦ୍ୟୋଗ 'ଦୋସ୍ତାନା ୨' ରୁ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ବିଦାୟ ନେଇଥିବାର ଖବର ହେଡଲାଇନରେ ଇଣ୍ଟରନେଟରେ ବିଭିନ୍ନ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହା ଉପରେ ନିଜର ମତ ପ୍ରକାଶ କରିଥିବା ପ୍ରଥମ ସେଲିବ୍ରିଟିଙ୍କ ମଧ୍ୟରୁ ଜଣେ ଥିଲେ

ଦେଶରେ ଅକ୍ସିଜେନ୍ ଅଭାବ, ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ ଯଥେଷ୍ଟ ମାତ୍ରାରେ ମେଡିକାଲ ଗ୍ରେଡ୍ ଅକ୍ସିଜେନ୍ ଯୋଗାଣ ସୁନିଶ୍ଚିତ କରିବା ଲାଗି ପ୍ରଧାନମନ୍ତ୍ରୀ ବିସ୍ତୃତ ସମୀକ୍ଷା କରିଥିଲେ। ଏହି ଅବସରରେ ସ୍ବାସ୍ଥ୍ୟ, ଡିପିଆଇଆଇଟି, ଇସ୍ପାତ, ସଡ଼କ ପରିବହନ ଆଦି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ପ୍ରଧାନମନ୍ତ୍ରୀଙ୍କୁ ଅବଗତ