Odia News Portal
Monthly Archives

April 2021

ଚହରଙ୍କ ଚମକରେ ଚେନ୍ନାଇର ପ୍ରଥମ ବିଜୟ

ମୁମ୍ବାଇ : ପ୍ରଥମ ମ୍ୟାଚରେ ପରାସ୍ତ ହୋଇଥିବା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପରକିଙ୍ଗ୍ସ ବିଜୟଧାରାକୁ ଫେରିଛି । ଦୀପକ ଚହରଙ୍କ ଘାତକ ବୋଲିଂ ବଳରେ ଚେନ୍ନାଇ ସୁପରକିଙ୍ଗ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୪ଶ ସଂସ୍କରଣରେ ନିଜର ପ୍ରଥମ ବିଜୟ ହାସଲ କରିଛି।

ପଟ୍ଟାଙ୍ଗୀ ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅଞ୍ଚଳରେ ଚୂନମାଟି ଅତଡା ଖସି ୩ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଆଇପିଏଲ ୨୦୨୧: ଟସ ଜିତି ଚେନ୍ନାଇର ବୋଲିଂ ନିଷ୍ପତ୍ତି

ମୁମ୍ବାଇ: ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ଓ ପଞ୍ଜାବ କିଙ୍ଗସ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଚେନ୍ନାଇ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇଛି ପଞ୍ଜାବ ଦଳ । ଚେନ୍ନାଇ ନିଜ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଥିବା

ନାଲକୋକୁ ଉତ୍କଳ-ଇ କୋଇଲା ଖଣି ଲିଜ୍

ଭୁବନେଶ୍ୱର : ଦେଶର ପ୍ରମୁଖ ଆଲୁମିନା ଏବଂ ଆଲୁମିନିୟମ୍ ଉତ୍ପାଦନ ଓ ରପ୍ତାନିକାରୀ ନବରତ୍ନ ଉଦ୍ୟୋଗ ନାଲକୋକୁ ଓଡିଶା ସରକାର ଉତ୍କଳ-ଇ କୋଇଲା ଖଣି ପାଇଁ ଖଣି ଲିଜ୍ ମଞ୍ଜୁର କରିଛନ୍ତି । ଏହି ସଂକ୍ରାନ୍ତରେ ଇସ୍ପାତ ଏବଂ ଖଣି ମନ୍ତ୍ରାଳୟ ଦ୍ୱାରା ଏପ୍ରିଲ 12 ତାରିଖରେ ଏକ ବିଜ୍ଞପ୍ତି

ଦଳବିରୋଧୀ କାର୍ଯ୍ୟ ପାଇଁ ୨ ବିଜେଡି ନେତା ନିଲମ୍ବିତ

ସୁନ୍ଦରଗଡର: ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଜେଡି ନେତା ନିଲମ୍ବିତ । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ । ଏନେଇ ବିଜେଡି ଗଣମାଧ୍ୟମ

ଚୂନମାଟି ଅତଡା ଖସି ୩ ମହିଳାଙ୍କ ମୃତ୍ୟୁ

ପଟାଙ୍ଗୀ : କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅଞ୍ଚଳରେ ଏକ ଅଘଟଣ ଘଟିଯାଇଛି । ଚୂନମାଟି ଅତଡା ଖସି ୩ ଜଣ ମହିଳାଙ୍କର ମୃତ୍ୟୁ ହୋଇଛି । ଆଜି ଅପରାହ୍‌ଣରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଶ୍ରମିକ ଗୁରୁତର ଥିବା ଜଣାଯାଇଛି। ତାଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି।