Odia News Portal
Monthly Archives

April 2021

ସେନା ଗୁଳିରେ ଗଲା ୮୨ ପ୍ରଦର୍ଶନକାରୀଙ୍କ ଜୀବନ

ମିଆଁମାର: ମିଆଁମାରର ସେନା ବିରୋଧରେ ଜାରି ରହିଛି ଜୋରଦାର ପ୍ରଦର୍ଶନ ।ତେବେ ଶନିବାର ଦିନ ସେନା ଗୁଳିରେ ୮୨ ଜଣ ପ୍ରଦର୍ଶନକାରୀ ପ୍ରାଣ ହାରିଛନ୍ତି । ସ୍ଥାନୀୟ ମିଡିଆ ‘ଆସୋସିଏନ ଫର ପଲଟିକାଲ ପ୍ରିଜନର୍ସ'ରେ ଏହି ତଥ୍ୟ ପ୍ରକାଶ ପାଇଛି । ଫେବୃଆରୀ ମାସରୁ ଆଂଗ ସାଂଗ ସୁ ଙ୍କ ସରକାରକୁ ହଟାଇ

ସିରିଜ ଏନକାଉଣ୍ଟର୍‌ : ୩ ଆତଙ୍କୀ ନିହତ

ଶ୍ରୀନଗର: ଦକ୍ଷିଣ କାଶ୍ମୀରରେ ସିରିଜ ଏନକାଉଣ୍ଟର। ଶୋପିଆଁରେ ଚାଲିଥିବା ଏନ୍‌କାଉଣ୍ଟର୍‌ରେ ଏପର୍ଯ୍ୟନ୍ତ ଅନ୍ୟୂନ ୩ଜଣ ଅପରିଚିତ ଆତଙ୍କବାଦୀ ନିହତ ହୋଇଛନ୍ତି ଏବଂ ୨ଜଣ ଯବାନ ଆହତ ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଓ ଶୋପିଆଁ ଜିଲ୍ଲାରେ ଆତଙ୍କବାଦୀ ଓ ମିଳିତ

୩୦ ପରେ ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି

ଭୁବନେଶ୍ୱର: ଏପ୍ରିଲ ୩୦ ପରେ ପରେ ନିଆଯିବ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ନିଷ୍ପତ୍ତି । ଏନେଇ ସୂଚନା ପ୍ରଦାନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସରକାର ଚାହାଁନ୍ତି ନବମ ଶ୍ରେଣୀ ଛାତ୍ରଛାତ୍ରୀମାନେ ବାର୍ଷିକ ପରୀକ୍ଷା ଦିଅନ୍ତୁ । ସରକାର

ମାସ୍କକୁ ହଁ କରିବା, ଲକଡାଉନକୁ କାହିଁକି ଡରିବା: ନବୀନ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ନବୀନଙ୍କ ଟ୍ୱିଟ୍ କରି ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆମେ ସତର୍କ ଓ ସଚେତନ ହେଲେ ହିଁ କରୋନା

ଦେଶରେ ଦେଢ ଲକ୍ଷ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧.୫ ଲକ୍ଷ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୨,୮୭୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪

ହାଇଦର ଫେରାର ଘଟଣାରେ ୬ କର୍ମଚାରୀ ସସ୍‌ପେଣ୍ଡ

କଟକ: ଗ୍ୟାଙ୍ଗଷ୍ଟାର ହାଇଦର ଫେରାର ହେବା ଘଟଣାରେ ୬ଜଣ ପୋଲିସ କର୍ମଚାରୀଙ୍କ ସସ୍‌ପେଣ୍ଡ କଲେ ସମ୍ବଲପୁର ଏସ୍‌ପି । ହାଇଦରର ସୁରକ୍ଷା ଦାୟିତ୍ୱରେ ଥିବା ୬ଜଣ ପୋଲିସ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି । ଜଣେ ହାବିଲଦାର ଓ ୫ଜଣ କନେଷ୍ଟବଳଙ୍କୁ ସସ୍‌ପେଣ୍ଡ କରିଛନ୍ତି ସମ୍ବଲପୁର ଏସ୍‌ପି

ଗ୍ୟାଙ୍ଗଷ୍ଟାର ହାଇଦରକୁ ଧରିବା ପାଇଁ ହାଇ ଆଲର୍ଟ

କଟକ: ଏସସିବି ମେଡ଼ିକାଲରୁ ଫେରାର ଗ୍ୟାଙ୍ଗଷ୍ଟାର ହାଇଦରକୁ ଧରିବା ପାଇଁ କମିଶନରେଟ୍ ପୋଲିସର ବଡ଼ଧରଣର ଅଭିଯାନ । କଟକ ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ ୪ଟି ଟିମ୍ ଗଠନ କରି ହାଇଦରକୁ ଠାବ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି । ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ।