Odia News Portal
Monthly Archives

April 2021

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ୱର: ଆଜି ଅପରାହ୍ଣରେ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ତେବେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆଜି କି ବାର୍ତ୍ତା ଦେବେ ତା ଉପରେ ରହିଛି ସମସ୍ତଙ୍କ ନଜର । ରାଜ୍ୟରେ ଲଗାତାର ବଢାଚାଲିଛି କରୋନା ସଂକ୍ରମଣ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ

ସଂକ୍ରମଣ ବୃଦ୍ଧିକୁ ଦେଖି ଘରମୁହାଁ ପ୍ରବାସୀ ଶ୍ରମିକ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବୃଦ୍ଧି ପାଇ ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୧୨୮୨ରେ ପହଞ୍ଚି ଥିବା ସମୟରେ ରାଜ୍ୟରେ ନାଇଟ କର୍ଫ୍ୟୁ ଓ ସାପ୍ତାହିକ ଲକ୍‌ଡାଉନ୍‌ ପରି କଟକଣା ଆରମ୍ଭ ହୋଇଯାଇଛି। ତେବେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରବାସୀ

ନାଇଟ୍ କର୍ଫ୍ୟୁକୁ କରୋନା କର୍ଫ୍ୟୁ ବୋଲି ଭାବ

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅ ।ଲୋଚନା କରିଛନ୍ତି । ବୈଠକ ପରେ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି- କୋଭିଡ୍ ବିରୋଧରେ ପୁଣି ଯୁଦ୍ଧକାଳୀନ ଭିତ୍ତିରେ କାମ କରିବାର ଅ

କାଲିଠୁ ଆଇପିଏଲ୍: କୋହଲି-ରୋହିତ ଲଢ଼େଇ

ଚେନ୍ନାଇ : କରୋନାର ଭୟ ମଧ୍ୟରେ ଆସନ୍ତାକାଲିଠାରୁ ଇଣ୍ଡିଆନ୍ ପି୍ରମିୟର ଲିଗ୍ (ଆଇପିଏଲ୍) ୧୪ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଚଳିତବର୍ଷ ବିନା ଦର୍ଶକରେ ଆଇପିଏଲ୍ ଖେଳାଯିବ । ତେଣୁ ଚଳିତ ବର୍ଷ କ୍ରିକେଟପ୍ରେମୀମାନେ ଟିଭି ପରଦାରେ ହିଁ ଏହାର ମଜା ନେବେ । ପ୍ରଥମ ମ୍ୟାଚ୍ ଏମ୍.ଏ.

ସମ୍ ନର୍ସିଂ କଲେଜ ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା

ଭୁବନେଶ୍ୱର: ଏପ୍ରିଲ ୭ ତାରିଖ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମୁ୍ୟନିଟି ହେଲଥ ସେଣ୍ଟର୍ ନର୍ସିଂ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଅରିଶୋଲ୍ ଗ୍ରାମରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି