Odia News Portal
Monthly Archives

April 2021

ମୁଁ ହିମ୍ମତ ହାରି ନଥିଲି: ମିନୁ ମାନହାସ

ଛତିଶଗଡ଼: ମାଓବାଦୀଙ୍କ କବଳରୁ ଅପହୃତ ଯବାନ ରାକେଶ୍ୱର ସିଂହ ମାନହାସ ମୁକୁଳିବା ପରେ ପରିବାରେ ଖେଳିଯାଇଛି ଖୁସିର ଲହରୀ | ରାକେଶ୍ୱରଙ୍କ ମୁକ୍ତି ଖବର ପାଇବା ପରେ ସ୍ତ୍ରୀ ମିନୁ ମାନହାସ ନିଜ ପ୍ରତିକ୍ରିୟାରେ କହିଛନ୍ତି | ଆଜି ତାଙ୍କ ଜୀବନର ସବୁଠୁ ଖୁସିର ଦିନ | ମୁଁ ହିମ୍ମତ ହରାଇ ନଥିଲି

ମାଓ କବଳରୁ ମୁକୁଳିଲେ ଅପହୃତ ଯବାନ ରାକେଶ୍ୱର

ଛତିଶଗଡ଼: ଶେଷରେ ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ ରାକେଶ୍ୱର। କୋବ୍ରା ଯବାନ ରାକେଶ୍ୱର ସିଂହ ମନହାସଙ୍କୁ ନକ୍ସଲ ଛାଡିଥିବା ସୂଚନା ମିଳିଛି। ବିଜାପୁର ନକ୍ସଲ ଆକ୍ରମଣ ପରେ ଏପ୍ରିଲ ୩ରୁ ଅପହୃତ ହୋଇଥିଲେ ଯବାନ ରାକେଶ୍ୱର ସିଂହ ମନହାସ | ମାଓବାଦୀଙ୍କ କବଳରୁ ମୁକ୍ତ ହୋଇଥିବା ନେଇ

କରୋନା : ଫ୍ରେଞ୍ଚ ଓପନ୍ ସପ୍ତାହେ ବିଳମ୍ବ

ପ୍ୟାରିସ୍ : କରୋନା ଭାଇରସ୍ ମହାମାରୀ ହେତୁ ଫ୍ରେଞ୍ଚ ଓପନ୍ ଟେନିସ୍ ଟୁର୍ନାମେଣ୍ଟ ଏକ ସପ୍ତାହ ବିଳମ୍ବ ହେବ ବୋଲି ଆୟୋଜକମାନେ କହିଛନ୍ତି। କ୍ଳେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ମେ 23 ରେ ଆରମ୍ଭ ହେବାକୁ ଯାଉଥିଲା, କିନ୍ତୁ ମେ 30 ରେ ପ୍ରଥମ ରାଉଣ୍ଡ ମ୍ୟାଚ୍ ଆରମ୍ଭ ହେବ । ଏହା ଜୁନ

ବିନା ଭକ୍ତରେ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା !

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ | ତେବେ ଚଳିତ ବର୍ଷ ମଧ୍ୟ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ହେବା ନେଇ ଆଶା ଆଶଙ୍କା ଦେଖା ଦେଇଛି ।ତେବେ ଏନେଇ ବିଡିଏ ଅଫିସରେ ବିଏମସି କମିସନରଙ୍କ ଅଧ୍ୟକ୍ଷତାରେ ରୁକୁଣା ରଥ ଯାତ୍ରା କରାଯିବ ସେନେଇ