Odia News Portal
Monthly Archives

May 2021

ରାଜଧାନୀରେ ଆଜି ୧,୦୪୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ବୃଦ୍ଧି ପାଉଛି ସଂକ୍ରମଣ । ଆଜି ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି ୧,୦୪୧ କରୋନା ଆକ୍ରାନ୍ତ ।ଏହାକୁ ମିଶାଇ ୬୮,୯୯୭ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୯୦ ଜଣ ଲୋକାଲ କେସ ଥିବା ସମୟରେ କ୍ୱାରାଣ୍ଟାଇନ ସେଣ୍ଟରୁ ୧୫୧ ଜଣ

‘ବାତ୍ୟା ୟସ୍’ ମୁକାବିଲା ନେଇ ପୁରୀରେ ସମୀକ୍ଷା ବୈଠକ

ପୁରୀ: ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଆବାସିକ କାର୍ଯ୍ୟାଳୟରେ ସମ୍ଭାବ୍ୟ ବାତ୍ୟା (ୟାସ୍)ର ମୁକାବିଲା ପାଇଁ ପୁରୀ ଜିଲ୍ଲାର ପ୍ରସ୍ତୁତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ହୋଇଥିଲା। ଏହି ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା ବାତ୍ୟାର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଅବଗତ

୨୬ରେ ବିରଳ ମହାଜାଗତିକ ଘଟଣା

ଭୁବନେଶ୍ୱର : ପୁଣି ଥରେ ଦେଖାଯିବ ସୁପରମୁନ୍ । ୨୦୨୧ ମସିହାର ଏହା ପ୍ରଥମ ଘଟଣା । ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ବୈଶାଖ ପୂର୍ଣ୍ଣିମା ଅର୍ଥାତ୍ ୨୬ ତାରିଖରେ ହେବାକୁ ଯାଉଛି।  ୨୬ ତାରିଖରେ ଏକକାଳୀନ ସୁପରମୁନ୍, ଲାଲଜହ୍ନ ଓ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ପଡୁଛି। ପୃଥିବୀର ଅନେକ ଦେଶରେ

ବାତ୍ୟା ‘ୟସ୍’ରେ ଓଡ଼ିଶାର ୪ ଜିଲ୍ଲାକୁ ଅଧିକ ବିପଦ

ଭୁବନେଶ୍ୱର: ଆସନ୍ତାକାଲି ବାତ୍ୟାର ରୂପ ନେବ ୟସ୍। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି

ସେନା କାର୍ଯ୍ୟାନୁଷ୍ଠାନରେ ୭ ଆତଙ୍କବାଦୀ ନିହତ

ଡିଫୁ( ଆସାମ):   ସୁରକ୍ଷା ବାହିନୀଙ୍କୁ ବଡ ସଫଳତା ମିଳିଛି । ଆସାମ- ନାଗାଲାଣ୍ଡ ସୀମା ପଶ୍ଚିମ କାର୍ବି ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଅପରେଶନ ବେଳେ ୭ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ନିହତ ହୋଇଥିବା ଆତଙ୍କବାଦୀମାନେ ଦିମାସା ନ୍ୟାସନାଲ ଲିବରେସନ ଆର୍ମି (ଡିଏନଏଲଏ) ର ବୋଲି କୁହାଯାଇଛି

ଜୁନ ୧ରେ ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା

ନୂଆଦିଲ୍ଲୀ : କରୋନା ମହାମାରୀ ମଧ୍ୟରେ ସିବିଏସଇ ଓ ଆଇସିଏସଇ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି  ହୋଇଛି । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।  ଏହାକୁ ନେଇ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ବଡ଼ ବଡ଼ ମନ୍ତ୍ରୀଙ୍କ ଗହଣରେ ବୈଠକ ହୋଇଛି।  ଭିଡିଓ

ଏନ୍‌କାଉଣ୍ଟରରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଛନ୍ତି । ଘଟଣା ସ୍ଥଳରୁ ପୋଲିସ ଗୋଟିଏ ଦେଶୀ ବନ୍ଧୁକ, ଦୁଇଟି ଲେଣ୍ଡମାଇନ, ପାଞ୍ଚଟି ଗ୍ରେନେଡ ଓ କିଛି ଜିଲୋଟିନ ଷ୍ଟିକ୍ ସହ ନକ୍ସଲ କିଟ ବେଗ୍ ପୋଷାକ ସହ

ବାଲେଶ୍ୱର ଓ ଭଦ୍ରକରେ ଏସଆରସିଙ୍କ ବାତ୍ୟା ପ୍ରସ୍ତୁତି ସମୀକ୍ଷା

ବାଲେଶ୍ଵର: ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟସ୍ ।ତେବେ ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି