Odia News Portal
Monthly Archives

May 2021

ଜାଣନ୍ତୁ ମେ ୨୧ର ଆପଣଙ୍କ ଲଭ୍ ରାଶିଫଳ…

ଭୁବନେଶ୍ବର: ମେ ୨୧, ୨୦୨୧ ର ଆପଣଙ୍କ ଦୈନନ୍ଦିନ ପ୍ରେମ ରାଶିଫଳ ଚନ୍ଦ୍ରର ଗଣନା ଉପରେ ଆଧାରିତ | ପ୍ରେମ ରାଶିଫଳ ମାଧ୍ୟମରେ ଆପଣ ଆପଣଙ୍କର ପ୍ରେମ ଜୀବନ ଏବଂ ବିବାହିତ ଜୀବନ ସହିତ ଜଡିତ ଭବିଷ୍ୟବାଣୀ ବିଷୟରେ ଜାଣିପାରିବ |ତେବେ ଆସନ୍ତୁ ଜାଣିବା ଆଜିର ଲଭ୍ ରାଶିଫଳ:- *ମେଷ ରାଶି ଲଭ୍

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ ହେଲା ଲିକ୍ୱିଡ୍ ଅକ୍ସିଜେନ୍ ଷ୍ଟୋରେଜ୍ ଭେସଲ ସିଷ୍ଟମ

ବ୍ରହ୍ମପୁର: ବ୍ରହ୍ମପୁରରେ ଉଦଘାଟିତ ହୋଇଯାଇଛି ଲିକ୍ୱିଡ୍ ଅକ୍ସିଜେନ୍ ଷ୍ଟୋରେଜ୍ ଭେସଲ ସିଷ୍ଟମ । ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମକେସିଜିରେ ପ୍ରତିଷ୍ଠା ହୋଇଥିବା ଏହି ସିଷ୍ଟମର ଉଦଘାଟନ କରିଛନ୍ତି ।ଏବେ ଅକ୍ସିଜେନ ସିଲିଣ୍ଡର ରୋଗୀଙ୍କ ନିକଟକୁ ନେବାକୁ ପଡିବ

କେନ୍ଦ୍ର ପରେ ବ୍ଲାକ ପଙ୍ଗସକୁ ମହାମାରୀ ଘୋଷଣା କଲା ରାଜ୍ୟ

ଭୁବନେଶ୍ୱର: କେନ୍ଦ୍ର ସରକାର ବ୍ଲାକ ପଙ୍ଗସକୁ ମହାମାରୀ ଘୋଷଣା କରିବା ପରେ ରାଜ୍ୟ ସରକାର ମଧ୍ୟ ବ୍ଲାକ ପଙ୍ଗସକୁ ମହାମାରୀ ଭାବେ ଘୋଷଣା କରିଛନ୍ତି। ମହାମାରୀ ଘୋଷଣା ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ମହାମାରୀ ଘୋଷଣା କରିବାକୁ ପରାମର୍ଶ ଦେଇଥିଲା କେନ୍ଦ୍ର ସରକାର ।

କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟନ

କେରଳ: ଆଜି ଦ୍ୱିତୀୟ ଥର ପାଇଁ କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସିପିଆଇଏମ୍ ନେତା ପିନାରାଇ ବିଜୟନ । ଥିରୁଅନ୍ତପୁରମ୍ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ କେରଳର ରାଜ୍ୟପାଳ ଆରିଫ୍ ମହମ୍ମଦ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।

ରାହୁଲ ନେବେ ଭାରତୀୟ ଦଳର କୋଚ୍ ଦାୟିତ୍ୱ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଏକାଡେମୀର ମୁଖ୍ୟ ତଥା ଭାରତର ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡ ଜୁଲାଇରେ ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳର କୋଚ୍ ଦାୟିତ୍ୱ ନେବେ। ଭାରତୀୟ କ୍ରିକେଟ୍ ଦଳ ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି। ଭାରତର ପୂର୍ବତନ ଭେଟେରାନ ରାହୁଲ ଦ୍ରାବିଡ

ପିଙ୍କ ବଲ ଟେଷ୍ଟ ଖେଳିବ ଭାରତୀୟ ମହିଳା କ୍ରିକେଟ୍ ଦଳ

ନୂଆଦିଲ୍ଲୀ: ଇଂଲଣ୍ଡରେ ଟେଷ୍ଟ ମ୍ୟାଚ ଖେଳିବ ଭାରତୀୟ ମହିଳା । ଏହାପରେ ଏହି ବର୍ଷ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମଥର ପାଇଁ ପିଙ୍କ ବଲ ଟେଷ୍ଟ ମଧ୍ୟ ଖେଳିବ । ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମଥର ପାଇଁ ଏହି ଡେ ନାଇଟ ମ୍ୟାଚ ଖେଳିବ । ତେବେ ଏନେଇ ବିସିସିଆଇ ସମ୍ପାଦକ ଜୟ ଶାହା ସୂଚନା

ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅଙ୍କ ଦେହାନ୍ତ

ଭୁବନେଶ୍ୱର: ପ୍ରଥମେ ବାପା ପରେ ସାନ ପୁଅ ଆଉ ଆଜି ବଡ଼ ପୁଅଙ୍କର ବି ଦେହାନ୍ତ ହୋଇଛି । ମେ ୯ ତାରିଖରେ କରୋନାରେ ଆଖି ବୁଜିଥିଲେ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ଆଉ ୧୦ ଦିନ ପରେ ଅର୍ଥାତ୍ ଗତକାଲି ତାଙ୍କ ସାନ ପୁଅ ତଥା ପୂର୍ବତନ

ସମ୍ଭାବ୍ୟ ବାତ୍ୟା ନେଇ ପ୍ରଶାସନ ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟାଶ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ। ବାତ୍ୟା ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ଆଇଏମ୍‌ଡି ଡିଜି ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଏସ୍‌ଆର୍‌ସି

ରାଜ୍ୟରେ ଆଉ ୨୫ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ୱର:ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ