ଉତ୍ତର ପ୍ରଦେଶ ମନ୍ତ୍ରୀ ବିଜୟ କଶ୍ୟପଙ୍କ କରୋନାରେ ମୃତ୍ୟୁ
ସ୍ବାଧିକାର ବ୍ୟୁରୋ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ଉତ୍ତର ପ୍ରଦେଶ ସରକାରରେ ମନ୍ତ୍ରୀ ଥିବା ବିଜୟ କଶ୍ୟପ। ସେ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ ରାଜସ୍ୱ ଓ ବନ୍ୟା ନିୟନ୍ତ୍ରଣ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ମୁଜାଫରନଗରର ଛରଥୱାଲ ନିର୍ବାଚନମଣ୍ଡଳୀରୁ!-->…