Odia News Portal
Monthly Archives

May 2021

କରୋନା କହର: ଆଉ୧୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ

ଭାରତର ସବୁଠୁ ଧନୀ ବ୍ୟକ୍ତି ରେସରେ ଗୌତମ ଆଦାନୀ

ନୂଆଦିଲ୍ଲୀ: କେବଳ ଭାରତ ନୁହେଁ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମୁକୁଟ ବର୍ତ୍ତମାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କ ମୁଣ୍ଡରେ ଅଛି | କିନ୍ତୁ ଏହା ଯେକୌଣସି ସମୟରେ ମୁକେଶ ଅମ୍ବାନୀଙ୍କ ହାତରୁ ଚାଲି ଯାଇପାରେ। କାରଣ ଏହି ମୁକୁଟ ହାସିଲ ଦିଗରେ ଅଦାନୀ କମ୍ପାନୀର

ଅକ୍ସିଜେନ ବିତରଣ ପାଇଁ ଟାସ୍କଫୋର୍ସ ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋରୋନାର ଦ୍ୱିତୀୟ ଲହର ସାରାଦେଶର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଥିବା ସମୟରେ ରୋଗୀଙ୍କୁ ଅକ୍ସିଜେନ ସମସ୍ୟା ଦୂର କରିବା ପାଇଁ ସୁପ୍ରିମକୋର୍ଟ ନେଇଛନ୍ତି ବଡ଼ ଫଇସଲା। କେନ୍ଦ୍ର ସରକାର ସବୁ ରାଜ୍ୟକୁ ଠିକ୍ ଭାବେ ଅକ୍ସିଜେନ ଯୋଗାଇ ପାରୁ ନାହାନ୍ତି । ଅକ୍ସିଜେନ

ଓଡିଶାରେ ପହଞ୍ଚିଲା ୧ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର: ଓଡିଶାକୁ ଆସି ପହଞ୍ଚିଛି ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ।ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ୱାରା ଆଜି ଟିକା ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ଏହି ଟିକା ଭୁବନେଶ୍ୱରକୁ ପଠାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଭୁବନେଶ୍ୱରକୁ ଟିକା

କୋଭିଡ୍ ସଂକ୍ରମିତଙ୍କ ପାଇଁ ବଦଳିଲା ହସ୍ପିଟାଲ ନିୟମ

ଭୁବନେଶ୍ୱର: ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ସମୟରେ ଆକ୍ରାନ୍ତଙ୍କ ପାଇଁ ବଦଳିଛି ହସ୍ପିଟାଲର ନିୟମ । ଏଣିକି ହସ୍ପିଟାଲରେ ଆଡମିସନ ପାଇଁ ଆଉ ଦରକାର ନାହିଁ କୋଭିଡ୍ ପଜିଟିଭ୍ ରିପୋର୍ଟ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନିୟମ ବଦଳାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଏହି ଖବର

ପ୍ରତାପ ଜେନାଙ୍କ ସମେତ ୪ ବିଜେଡି ନେତା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢ଼ି ଚାଲିଛି | ରାଜ୍ୟରେ ଆଜି ୧୧ ହଜାର ପାର ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା |ଆଉ ଏହି ମଧ୍ୟରେ ବିଜେଡ଼ି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଚାରି ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଦଳର