‘ଓଡିଶା କ୍ଷୁଦ୍ରଶିଳ୍ପ ନିଗମ’ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ପ୍ରଦାନ
ଭୁବନେଶ୍ବର: କରୋନାର ଏହି ଘଡିସନ୍ଧି ମୁହୂର୍ତ୍ତରେ ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ‘ଓଡିଶା କ୍ଷୁଦ୍ରଶିଳ୍ପ ନିଗମ’ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ପ୍ରଦାନ କରିଛି ।ଏହି ସନ୍ଦର୍ଭରେ ନିଗମର ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ ଏବଂ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ!-->…