Odia News Portal
Monthly Archives

May 2021

ଥମୁନି ସଂକ୍ରମଣ: ରାଜ୍ୟରେ ୯୮୮୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣର ମାତ୍ରା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଧିରେ ଧିରେ ବୃଦ୍ଧି ପାଉଥିବା ସମୟରେ ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି ।ରାଜ୍ୟରେ ପର୍ଯ୍ୟାପ୍ତ ଟିକା ନଥିବାରୁ ଅନୁଗୁଳ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, କଟକ, ଦେବଗଡ, କେନ୍ଦୁଝର, କୋରାପୁଟ,ସୋନପୁରରେ , ରାୟଗଡା, ବାଲେଶ୍ୱର, ବରଗଡ,

ସ୍ଥଗିତ ହେଲା ଚଳିତ ବର୍ଷର ଆଇପିଏଲ

ନୂଆଦିଲ୍ଲୀ: ସ୍ଥଗିତ ରହିଲା ଚଳିତ ବର୍ଷର ଆଇପିଏଲ । ବିଭିନ୍ନ ଦଳର ଖେଳାଳି ପଜିଟିଭ୍ ଚିହ୍ନଟ ହେବା ପରେ ଆଇପିଏଲକୁ ବାତିଲ କରାଯାଇଛି । ଏନେଇ ବିସିସିଆଇ ଉପସଭାପତି ସୂଚନା ଦେଇଛନ୍ତି । ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର

ସ୍କୁଲ ମିଶ୍ରଣ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟରେ ଶତାଧିକ ସରକାରୀ ସ୍କୁଲକୁ ବନ୍ଦ କରିବା ଓ ଅନ୍ୟ ସ୍କୁଲ ସହିତ ମିଶ୍ରଣ କରିବା ପାଇଁ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହାଇକୋର୍ଟରେ ଏନେଇ ଆପତ୍ତି କରିଥିଲେ ଅଭିଭାବକ । ସୂଚନା ଅନୁସାରେ ୨୦ରୁ କମ୍ ପିଲା ଥିବା ସ୍କୁଲ ନିକଟ ବିଦ୍ୟାଳୟ ସହ

ପୁଣିଥରେ ମହାମାରୀ ଛଡାଇ ନେଲା ଲୋକଙ୍କ ରୋଜଗାର

ନୂଆଦିଲ୍ଲୀ: କରୋନା ମହାମାରୀର ଦ୍ୱିତୀୟ ଲହର ଦେଶରେ ହାହାକାର ରଚିବା ସହ ମୃତ୍ୟୁର ତାଣ୍ଡବ ଲୀଳା ଖେଳୁଛି ।ଆଉ ଇତି ମଧ୍ୟରେ ପୁଣିଥରେ ଲୋକଙ୍କ ରୋଜଗାର ଛଡାଇ ନେଇଛି କରୋନା। ମହାମାରୀ ସମୟରେ ଅର୍ଥନୈତିକ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବାରୁ ଅନେକ ଲୋକ ଜିବୀକା ହରାଇ ବେକାର ହୋଇପଡିଛନ୍ତି ।

କରୋନା କହରରେ ଗଡିଲା 15 ମୁଣ୍ଡ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଏନେଇ

୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି। ଅନୁଗୋଳରୁ ୩୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୩୦୨, ବରଗଡରୁ ୩୭୫, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୩୦୫,

କେକେଆର ପରେ ସିଏସକେର ୩ ସଦସ୍ୟଙ୍କୁ କରୋନା

ନୂଆଦିଲ୍ଲୀ: ଆଇପିଏଲରେ ଦ୍ରୁତ ଗତିରେ ବଢିଚାଲିଛି କୋଭିଡ ସଂକ୍ରାମିତଙ୍କ ସଂଖ୍ୟା | କୋଲକାତା ନାଇଟ୍ ରାଇଡର୍ସର ୨ଜଣ ଖେଳାଳୀ ପଜିଟିଭ ଚିହ୍ନଟ ହେବା ପରେ ଏବେ ଚେନ୍ନାଇ ଟିମର ୩ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଚେନ୍ନାଇ ଟିମର ସିଇଓ କାଶୀ ବିଶ୍ବନାଥନ୍‌, ବୋଲିଂ