Odia News Portal
Monthly Archives

May 2021

ରାଜ୍ୟରେ ଆଉ ୧୧ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ରାହୁଲ, ବ୍ରାର ଦେଲେ ପଞ୍ଜାବକୁ ବିଜୟ

ଅହମଦାବାଦ : ସ୍ଥାନୀୟ ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଖେଳାଯ଼ାଇଥିବା ଆଇପିଏଲର ୨୬ତମ ମ୍ୟାଚରେ ପଂଜାବ ବାଙ୍ଗାଲୋରକୁ ୩୪ ରନରେ ପରାସ୍ତ କରିଛି । ପଂଜାବ ଦ୍ବାରା ଧାର୍ୟ଼୍ୟ ୧୮୦ ରନର ବିଜୟ ଲକ୍ଷ୍ୟକୁ ପିଛା କରିବାକୁ ଯ଼ାଇ ବାଙ୍ଗାଲୋର ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୪୫ ରନ କରିବାକୁ ସକ୍ଷମ