Odia News Portal
Monthly Archives

June 2021

ଓଡ଼ିଶାର ବୋହୂହେଲେ ଉତ୍ତରପ୍ରଦେଶ ଝିଅ

ଭୁବନେଶ୍ୱର: ଉତ୍ତରପ୍ରଦେଶ କନିଆଁକୁ ଓଡ଼ିଶା ବର । ପ୍ରାପ୍ତ ବୟସ୍ଖ ପ୍ରେମୀ ଯୁଗଳଙ୍କ ହୋଇଛି ବିବାହ । ଝିଅକୁ ଫେରାଇ ନେବାକୁ ଆସିଥିବା ଉତରପ୍ରଦେଶ ପୋଲିସ ଖାଲି ହାତରେ ଫେରିଛି । ଉତ୍ତରପ୍ରଦେଶ ଗୋରଖପୁର ଅଞ୍ଚଳର ଯୁବତୀ ଆକାକ୍ଷା ଓ ଭୁବନେଶ୍ୱରର ପୁଅ ପୃଥୀରାଜ ପଣ୍ଡାଙ୍କ ବିବାହ ହୋଇଛି ।

ଆଜି ଦେଶରେ ୧୧୬୭ ମୁଣ୍ଡନେଲା ମହାମାରୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧ ଦିନ ମଧ୍ୟରେ ସବୁଠାରୁ କମ ରେକର୍ଡ ହୋଇଛି। ୨୪ ଘଣ୍ଟାରେ ଆଉ ୪୨,୬୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୭୭,୮୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୬୭ ଆକ୍ରାନ୍ତଙ୍କ

ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍‌

ଭୁବନେଶ୍ୱର: କରୋନାର କାୟା ଧିରେ ଧିରେ କମିବାରେ ଲାଗିଛି । ଦୈନିକ ସଂକ୍ରମଣ ହାର ମଧ୍ୟ ତଳମୁହାଁ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୯୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୯୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୯

ଓଡ଼ିଶାରେ ଏକକୋଟି ପାର କଲା ଟିକାଦାନ

ଭୁବନେଶ୍ୱର:ଟିକାକରଣ କ୍ଷେତ୍ରରେ ଓଡ଼ିଶାର ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଜାନୁଆରୀ ୧୬ ତାରିଖରୁ ଆରମ୍ଭ ହୋଇଥିବା ଟିକାଦାନ ଅଭିଯାନରେ ଏ ପର୍ଯ୍ୟନ୍ତ ଏକ କୋଟି ପାନରୁ ଅଧିକ ଟିକା ଦେବାରେ ରାଜ୍ୟ ସଫଳତା ହାସଲ କରିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ

ଆସନ୍ତା ୨୪ଘଣ୍ଟାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ ଆଦି

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ । କୋଭିଡ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପ୍ରତାପ । ସେ କହିଛନ୍ତି ଏଭଳି କାର୍ଯ୍ୟ ଅତ୍ୟନ୍ତ ଗୃଣ୍ୟମାନର । ଟିକାକେନ୍ଦ୍ରରେ ନବୀନଙ୍କ

କଲମ ଧରିବା ବୟସରେ ଲଙ୍ଗଳ ଧରୁଛି ଆଦିବାସୀ ଝିଅ

କାର୍ଲିମେଳା: ପାଠ ପଢିବା ବୟସରେ ଲଙ୍ଗଳ ଧରିଲେ ଆଦିବାସି ଝିଅ । ହଳ କରୁଥିବା ଏହି ଝିଅ ଜଣକ ହେଉଛନ୍ତି ମାଲକାନିଗିରି ଜିଲ୍ଲା ତେଗଡା ପଲ୍ଲୀ ଗାଁର ସୋମେ ମାଡି । ବୟସ ମାତ୍ର ୨୦ ବର୍ଷ । ପରିବାର କହିଲେ ମା ଓ ଦୁଇ କୁନି କୁନି ଭାଇ ଭଉଣୀ । ପଢିବାକୁ ଇଛା ଥାଇ ମଧ୍ୟ ସେ ପରିବାର ଦାୟିତ୍ୱରେ

ଦ୍ୱାଦଶ ଫଳାଫଳ ନେଇ ପୁଣିଥରେ ସତ୍ୟପାଠ ଦାଖଲ କଲା ସିବିଏସଇ

ନୂଆଦିଲ୍ଲୀ: ଦ୍ୱାଦଶ ରେଜଲ୍ଟ ନେଇ ସିବିଏସଇ ପକ୍ଷରୁ ସୁପ୍ରିମକୋର୍ଟରେ ପୁଣି ଥରେ ସତ୍ୟପାଠ ଦାଖଲ କରାଯାଇଛି । ପୂର୍ବ ପଦ୍ଧତିରେ ଆଉ ୨ଟି ବିନ୍ଦୁ ଯୋଡ଼ି ସିବିଏସଇ ସତ୍ୟପାଠ ଦାଖଲ କରିଛି । ତଦନୁଯାୟୀ କମ୍ପ୍ୟୁଟେସନ ନେଇ କିଛି ବିବାଦ ଥିଲେ ସମାଧାନ ପାଇଁ କମିଟି ଗଠନ କରାଯିବ । ରେଜଲ୍ଟ

ଟିକା କାହାର?

ଭୁବନେଶ୍ୱର: ଟିକା କାହାର? ନବୀନ ପଟ୍ଟନାୟକଙ୍କ ନାଁ ନରେନ୍ଦ୍ର ମୋଦିଙ୍କର? କେନ୍ଦ୍ର ସରକାର ଟିକା ଦେଉଛନ୍ତି ନାଁ ରାଜ୍ୟ ସରକାର ଟିକା ଦେଉଛନ୍ତି । ଏବେ ଏଭଳି କଥା ଚର୍ଚ୍ଚାର ବିଷୟ ପାଲଟିଛି । ଟିକାକେନ୍ଦ୍ରରେ ନବୀନଙ୍କ ପୋଷ୍ଟର ଲାଗିବା ଓ ପରେ ଚିରା ହେବା ଘଟଣା ପରେ ଟିକା ପ୍ରସଙ୍ଗକୁ ନେଇ

ନବୀନଙ୍କ ପୋଷ୍ଟର ଚିରିଲେ ବିଜେପି କର୍ମୀ

ଅନୁଗୁଳ: ଟିକାକେନ୍ଦ୍ରରେ ପୋଷ୍ଟରକୁ ନେଇ ରାଜନୀତି । ନବୀନଙ୍କ ପୋଷ୍ଟର ଚିରିଦେଲେ ବିଜେପି କର୍ମୀ । ଅନୁଗୁଳ ଜିଲ୍ଲାରୁ ଆସିଛି ଏଭଳି ଦୃଶ୍ୟ । ଅନୁଗୁଳ ଷ୍ଟାଡିୟମରେ ଚାଲିଥିବା ଟିକାକେନ୍ଦ୍ରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ତେବେ ପୋଲିସ ଆସିବା ପୂର୍ବରୁ ବିଜେପି କର୍ମୀମାନେ