WTC ଲାଗି ୧୫ ଜଣିଆଁ ଭାରତୀୟ ଦଳ ଘୋଷଣା
ସାଉଥମ୍ପଟନ୍: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଲାଗି ଘୋଷଣା ହୋଇଛି ୧୫ ଜଣିଆ ଭାରତୀୟ ଦଳ । ବିରାଟ କୋହଲି ଦଳର ଅଧିନାୟକ ଥିବା ବେଳେ ରାହାଣେଙ୍କୁ ଦିଆଯାଇଛି ଉପଅଧିନାୟକ ପଦ । ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ଫାଇନାଲ ଖେଳିବ । ତେବେ ଅଭ୍ୟାସ କରୁଥିବା ଦଳ ମଧ୍ୟରୁ ୧୫ ଜଣିଆ ଟିମ୍ ଆଜି ଘୋଷଣା!-->…