୭ ଜିଲ୍ଲାରେ ପ୍ରବଳ ଛେଚିବ
ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ!-->…