Odia News Portal
Monthly Archives

June 2021

ଛାତ୍ରୀଙ୍କୁ ପ୍ରେମ ଜାଲରେ ଫଶାଇ ଦୁଷ୍କର୍ମ କଲେ ଟ୍ୟୁସନ ମାଷ୍ଟର

କେନ୍ଦୁଝର: ପୁଣି ଲାଗିଲା ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କର ଛିଟା । ନାବାଳିକା ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇବା ପରେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଟ୍ୟୁସନ ଶିକ୍ଷକ ଗିରଫ । ପିଡିତାଙ୍କ ପରିବାର ଥାନାରେ ଅଭିଯୋଗ କରିବା ପରେ ମାଷ୍ଟର ଗିରଫ ହୋଇଥିବା ସୂଚନା ମିଳିଛି ।…

ଟିକା ନେବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରି ଟ୍ରୋଲର ଶିକାର ହେଲେ ମଲାଇକା

ମୁମ୍ବାଇ: କରୋନା ଟିକାର ଦ୍ୱିତୀୟ ଡୋଜ ନେଇଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଖାନ । ଟିକା ନେବା ପରେ ସେ ଏକ ଫଟୋ ନିଜ ଇନଷ୍ଟାଗ୍ରାମ ପେଜରେ ପୋଷ୍ଟ କରିଛନ୍ତି । ଯାହାକୁ ନେଇ ଏବେ ସେ ଟ୍ରୋଲର ଶିକାର ହୋଇଛନ୍ତି । ୟୁଜର୍ସମାନେ ତାଙ୍କୁ ବହୁତ ଖରାପ କମେଣ୍ଟ ଦେଉଥିବା ଦେଖିବାକୁ…

ଅକ୍ଟୋବର ୧୭ରୁ ୟୁଏଇ ଓ ଓମାନରେ ଆୟୋଜିତ ହେବ ଟି-୨୦ ବିଶ୍ୱକପ

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୧୭ ତାରିଖରୁ ୟୁଏଇ ଓ ଓମାନରେ ଖେଳାଯିବ ଟି-୨୦ ବିଶ୍ୱକପ । ଆଜି ଆଇସିସି ପକ୍ଷରୁ ଏଭଳି ସୂଚନା ଦିଆଯାଇଛି । କରୋନା ମହାମାରୀ ଯୋଗୁଁ ଭାରତରେ ଆୟୋଜନ ହେବାକୁ ଥିବା ଏହି ବଡ଼ ଟୁର୍ଣ୍ଣାମେଣ୍ଟ ୟୁଏଇ ଓ ଓମାନରେ ଖେଳାଯିବ । ୟୁଏଇର ଆବୁଧାବି, ଦୁବାଇ ଇଣ୍ଟର…

ଦିଲ୍ଲୀର ନୂଆ ପୋଲିସ କମିଶନର ଭାବେ ଯୋଗ ଦେଲେ ବାଲାଜୀ ଶ୍ରୀବାସ୍ତବ

ନୂଆଦିଲ୍ଲୀ: ୧୯୮୮ ବ୍ୟାଚର ଆଇପିଏସ ଅଧିକାରୀ ବାଲାଜୀ ଶ୍ରୀବାସ୍ତବଙ୍କୁ ଦିଲ୍ଲୀ ପୁଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି । ବାଲାଜୀ ଏସ ଏନ ଶ୍ରୀବାସ୍ତବଙ୍କ ସ୍ଥାନ ନେବେ । ଏସଏନ ଶ୍ରୀବାସ୍ତବ ବୁଧବାର ଅବସର ନେବେ । ବାଲାଜୀ ଶ୍ରୀବାସ୍ତବ ଦିଲ୍ଲୀ ପୋଲିସରେ ସତର୍କତା ଶାଖାରେ ବିଶେଷ ଆୟୁକ୍ତ…

ଆସନ୍ତା ୨୪ ଘଣ୍ଟାରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା । ୧୦ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ୩୦ ତାରିଖରେ…

ଶ୍ରୀମନ୍ଦିରକୁ ଗଲା ଫୁଲୁରୀ ତେଲ

ପୁରୀ: ବଡ଼ ଓଡ଼ିଆ ମଠ ତରଫରୁ ଶ୍ରୀମନ୍ଦିରକୁ ଦିଆଗଲା ଫୁଲୁରୀ ତେଲ । ମହାପ୍ରଭୁଙ୍କ ଗୁପ୍ତ ଅଣସର ନୀତି ଲାଗି ଆସିଛି ଫୁଲୁରୀ ତେଲ । ମଧ୍ୟାହ୍ନ ଧୂପ ପରମ୍ପରା ସରିବା ପରେ ଫୁଲୁରି ତେଲ ମାଲିସ ପରେ ମହାପ୍ରଭୁ ଧୀରେ ଧୀରେ ସୁସ୍ଥ ହେବା ବିଶ୍ୱାସ ରହିଛି ।ଆୟୁର୍ବେଦୀୟ ଉପଚାରରେ ଧୀରେଧୀରେ ସୁସ୍ଥ…

ଭୁବନେଶ୍ୱରରେ ୭ଟି ମଦ ଦୋକାନ ସିଲ୍‌

ଭୁବନେଶ୍ୱର: କୋଭିଡ ନିୟମ ଉଲଙ୍ଘନ କରିଥିବା ଅଭିଯୋଗରେ ରାଜଧାନୀରେ ୭ଟି ମଦ ଦୋକାଲ ସିଲ କରିଛି ବିଏମସି । ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସହିଦ ନଗର, ବାପୁଜୀ ନଗର, ଡମଣା, ରସୁଲଗଡ଼ ଓ କେୟାର ହସ୍ପିଟାଲ ଛକରେ ଥିବା ମଦ ଦୋକାନ ସିଲ୍ କରିଛି ବିଏମସି । କରୋନା ସମୟରେ ଏମାନେ ଗହଳି କରୁଥିବା…

ଗମ୍ଭୀରଙ୍କ ଭଳି ରେକର୍ଡ କରିପାରିବେ ତ ଧାୱନ?

ନୂଆଦିଲ୍ଲୀ: ସମିତି ଓଭର ସିରିଜ ଲାଗି ଶ୍ରୀଲଙ୍କା ଗସ୍ତରେ ଯାଇଛି ଟିମ୍ ଇଣ୍ଡିଆ । ୩ଟି ଟି-୨୦ ଓ ୩ଟି ଦିନିକିଆ ଖେଳିବ ଭାରତ । ପ୍ରଥମଥର ଲାଗି ବରିଷ୍ଟ ଖେଳାଳୀଙ୍କ ବିନା ଦଳ ବିଦେଶ ଗସ୍ତରେ ଯାଇଛି । ଧାୱନଙ୍କ ଅଧିନାୟକତ୍ୱରେ ଦଳ ଏହି ସିରିଜ ଖେଳିବ । ରୋହିତ ଓ କୋହଲିଙ୍କ ଭଳି ଅଭିଜ୍ଞ…

୭ ସାଇବର ଠକଙ୍କ ନିକଟରୁ ୧୬ ହଜାର ସିମ୍‌କାର୍ଡ ଜବତ

ଭୁବନେଶ୍ୱର: ଲକଡାଉନ ସମୟରେ ମାତିଥିଲେ ସାଇବର ଠକ । ଘରେ ବସି ଲୋକଙ୍କୁ ଠକି ଲୁଟୁଥିଲେ ଲକ୍ଷାଧିକ ଟଙ୍କା । କମିଶନରେଟ୍ ପୋଲିସ ପଞ୍ଝାରେ ୭ ସାଇବର ଲୁଟେରା । ସାଇବର କେଶରେ ଭୁବନେଶ୍ୱର ପୋଲିସକୁ ମିଳିଛି ବଡ଼ ସଫଳତା । ସହିତଦନଗର ଏକ ସାଇବର ଠକେଇର ତଦନ୍ତ କରିବା ବେଳେ ବଡ଼ ସଫଳତା ପାଇଛି…

ଜଗତସିଂହପୁର ବିଜେପି ଯୁବ ମୋର୍ଚ୍ଚାର ଉପସଭାପତି ହେଲେ ଜଗନ୍ନାଥ ବାରିକ

ଜଗତସିଂହପୁର: ଭାରତୀୟ ଜନତା ପାର୍ଟି ଜଗତସିଂହପୁରର ଯୁବମୋର୍ଚ୍ଚାର ଉପସଭାପତି ହୋଇଛନ୍ତି ଜଗନ୍ନାଥ ବାରିକ । ତାଙ୍କୁ ଏହି ପଦବୀ ଲାଗି ଚୟନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର‌୍ୟ୍ୟ, ଜଗତସିଂହପୁର ଜିଲ୍ଲା ବିଜେପି ସଭାପତି…