ଆଜି ବସିବ ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ବୈଠକ
ଭୁବନେଶ୍ୱର: ଆଜି ବସିବ ସମସ୍ତ ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ବୈଠକ । ୟୁଜି ପିଜି ପରୀକ୍ଷା ନେଇ ହୋଇପାରେ ଆଲୋଚନା । ଭର୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ବିଭାଗୀୟ ପ୍ରମୁଖ ଶାସନ ସଚିବ ଓ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନେ ଯୋଗ ଦେବେ ।!-->…