ପ୍ରବଳ ବର୍ଷା ନେଇ ସୂଚନା ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଆସନ୍ତାକାଲିଠାରୁ ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ବନ୍ୟା କଥା ବୁଝୁଥିବା ସବୁ ଅଫିସ ୨୪ ଘଣ୍ଟା ଖୋଲା ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣି ଜମିବା ସହ ବିଭିନ୍ନ!-->…