Odia News Portal
Monthly Archives

June 2021

ଆଜି ଏୟାରଲିଫ୍ଟ ହେବେ ଅଭିଶେକ

ଭୁବନେଶ୍ୱର: ଆଜି ଏୟାରଲିଫ୍ଟ୍ ହେବେ ଭଦ୍ରକ ବାସୁଦେବପୁର ଅଞ୍ଚଳର ଯୁବକ ଅଭିଶେକ ମହାପାତ୍ର । କିଛି ସମୟ ମଧ୍ୟରେ ତାଙ୍କୁ ବିମାନ ବନ୍ଦର ନିଆଯିବ । ବିମାନ ବନ୍ଦରରେ ଏକ ଏୟାର ଆମ୍ବୁଲାନ୍ସ ଆସି ପହଞ୍ଚିଥିବା ସୂଚନା ମିଳିଛି । ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ

ଆଜିଠୁ ପ୍ରବଳ ଛେଚିବ

ଭୁବନେଶ୍ୱର: ଆଗାମୀ ୨ରୁ ୩ଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ । ପ୍ରାକ୍ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୌସୁମୀ ପ୍ରଭାବରେ ଓଡ଼ିଶାର କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ କ୍ୟାବିନେଟରେ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବକୁ ଅନୁମୋଦନ ମିଳିବାର ରହିଛି। ଏଥିରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)

ଆଜି ୪୩ଜଣଙ୍କ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ଦୈନିକ ସଂକ୍ରମଣ ହାର କମୁଥିବାବେଳେ କମୁନି ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ୪୩ଜଣଙ୍କ କରୋନାଜନିତ ମୃତ୍ୟୁ ହୋଇଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ

ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ

୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୬୬୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ତେବେ ଖୋର୍ଦ୍ଧା ଜିଲ୍ଲାରୁ ପ୍ରତିଦିନ ସର୍ବାଧିକ ରୋଗୀ ଚିହ୍ନଟ ହେଉଛନ୍ତି । ତେବେ ରାଜଧାନୀ ଭୁବନେଶ୍ୱରରୁ ମୁଖ୍ୟତଃ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ମହାନଗର ନୀଗମରେ ୬୬୧ ନୁଆ ସଂକ୍ରମିତ ଚିହ୍ନଟ

ଶାରିରୀକ ଅଚଳ ଓ ଶର୍ଯ୍ୟାଶାୟୀ ଲୋକଙ୍କୁ ଟିକା ପାଇଁ ଆରମ୍ଭ ହେଲା ପଞ୍ଜିକରଣ

ଭୁବନେଶ୍ୱର: ଶର୍ଯ୍ୟାଶୟୀ ଏବଂ ଶାରିରୀକ ଅଚଳ ଲୋକଙ୍କୁ ଟିକା ଦେବା ଲାଗି ଆରମ୍ଭ ହୋଇଛି ପଞ୍ଜିକରଣ । ବିଏସି ପକ୍ଷରୁ କରାଯାଇଛି ଏଭଳି ସୁବିଧା । ଏଯାବତ ୩୦ଜଣ ପଞ୍ଜିକରଣ କରରିଥିବା ଦେଖିବାକୁ ମିଳିଛି । ତେବେ ପଞ୍ଜିକୃତ କରିଥିବା ସମସ୍ତ ବ୍ୟକ୍ତିଙ୍କୁ ଯାଞ୍ଚ କରିବା ପରେ ଟିକା ପ୍ରଦାନ

ସ୍ୱାମୀଙ୍କ ଚିକିତ୍ସା ଲାଗି ସହଯୋଗ ମାଗିଲେ ସ୍ତ୍ରୀ

ଭୁବନେଶ୍ୱର: ମାସେ ହେବ ହୋଇଥିଲା ବାହାଘର । ଏବେ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅଛନ୍ତି ସ୍ୱାମୀ । ଆର୍ଥିକ ସହାୟତା ଲେଢ଼ିଲେ ସ୍ତ୍ରୀ । ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ୩୦ ବର୍ଷୀୟ ଯୁବକ ଅଭିଶେକ ମହାପାତ୍ର । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସିତ

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ଦିନ ଦ୍ୱିପ୍ରହରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ । ବୁଦ୍ଧ ନଗର କଦଳୀ ଗୋଦାମ ବସ୍ତିରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । କାର୍ତ୍ତିକ ସାହୁ ନାମକ ଜଣେ ଯୁବକଙ୍କ ହତ୍ୟା କରିଥିବା ସୂଚନା ମିଳିଛି । ପୋଲିସ ଏହି ଘଟଣାରେ ୫ଜଣଙ୍କୁ ଗିରଫ କରିଛି । ଅଧିକ ତଦନ୍ତ

ମହିଳାଙ୍କୁ ଦୁଷ୍କର୍ମ କଲା ପଡୋଶୀ

ନୋଏଡ଼ା: ସ୍ୱାମୀ ତଳ ଘରେ ଥିଲେ । ସ୍ତ୍ରୀ ଛାତ ଉପର ମହଲାରେ ଶୋଇଥିଲେ । ସ୍ୱାମୀ ଆସିବା ନେଇ କବାଟ ଖୋଲା ରଖି ଶୋଇଥିଲେ ମହିଳା । ଯାହାର ସୁଯୋଗ ନେଇ ମହିଳାଙ୍କୁ ଦୁଷ୍କର୍ମ କରିଛି ପଡୋଶୀ । ନୋଏଡ଼ାର ଭଙ୍ଗେଲ ଅଞ୍ଚଳରୁ ଆସିଛି ଏଭଳି ଲଜ୍ଜାଜନକ ଖବର । ପୋଲିସ ଅଭିଯୁକ୍ତକୁ ଅଟକ ରଖି ପଚରା ଉଚରା