Odia News Portal
Monthly Archives

June 2021

ଅମ୍ରିତଙ୍କ ଲାଗି ଛୁଟୁଛି ସହଯୋଗର ସୁଅ

ଭୁବନେଶ୍ୱର: ବ୍ରହ୍ମପୁରର ୨୪ ବର୍ଷୀୟ ଯୁବକ ଅମ୍ରିତ ପ୍ରଧାନଙ୍କ ଲାଗିଛି ଛୁଟିଛି ସହଯୋଗର ସୁଅ । ଏଯାବତ ତାଙ୍କ ଚିକିତ୍ସା ଲାଗି ୯୧ ଲକ୍ଷ ଟଙ୍କାର ସହାୟତା ରାଶି ପହଞ୍ଚିଥିବା ସୂଚନା ମିଳିଛି । ବିଭନ୍ନ ମହଲରୁ ତାଙ୍କୁ ସହଯୋଗ ଆସୁଛି । ଏଯାବତ ୧ହଜାର ୫୮୦ ଜଣ ଅଜଣା ବ୍ୟକ୍ତି ତାଙ୍କୁ ସହଯୋଗର

ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ, ପଢ଼ନ୍ତୁ କଣ ସବୁ କହିଛନ୍ତି ମୋଦି

ନୂଆଦିଲ୍ଲୀ: ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠାରୁ ବଡ଼ ମହାମାରୀ । ପୂର୍ବରୁ ମେଡିକାଲରେ କେବେ ଏଭଳି ଅକ୍ସିଜେନର ଆବଶ୍ୟକତା ପଡିନଥିଲା । ଏଭଳି ମହାମାରୀ କେବେ ବିଶ୍ୱ ଦେଖି ନଥିଲା । ସାରା ଦେଶବାସୀ ଏହି ମହାମାରୀ

୩୩ଟି ଚକ ନିର୍ମାଣ କାମ ଶେଷ

ପୁରୀ: ଚଳିତବର୍ଷ ରଥଯାତ୍ରା ଲାଗି ଚଳଚଞ୍ଚଳ ହୋଇ ଉଠିଛି ରଥଖଳା । ଜାରି ରହିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଶ୍ରୀକ୍ଷେତ୍ରରେ ନିର୍ମାଣ ଚାଲିଥିବା ତିନିରଥର ମୋଟ ୪୨ଟି ଚକ ମଧ୍ୟରୁ ୩୩ ଚକ ନିର୍ମାଣ କାମ ଶେଷ ହୋଇଛି। ସେଥିରୁ ତାଳଧ୍ୱଜ ରଥର ୧୧, ନନ୍ଦିଘୋଷ ରଥର ୧୨ ଓ ଦେବଦଳନ ରଥର

ବାତ୍ୟା ୟାସ୍‌ର ସମୀକ୍ଷା କରୁଛି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର: ବାତ୍ୟା ୟାସ୍‌ର ସମୀକ୍ଷା କରୁଛି କେନ୍ଦ୍ରୀୟ ଟିମ୍ । ଆଜି ବାଲେଶ୍ୱର ଓ ଭଦ୍ରକରେ ପହଞ୍ଚି ସମୀକ୍ଷା କରିଛି ଏହି ୪ ଜଣିଆ ଟିମ୍ । ବାଲେଶ୍ବର ଜିଲ୍ଲାରେ ପହଞ୍ଚିଲେ ୪ ଜଣିଆ ସେଣ୍ଟ୍ରାଲ ଟିମ୍ । ଜିଲ୍ଲା ପ୍ରଶାସନ ସହିତ ଆଲୋଚନା ପରେ ସଦର, ସୋର ଓ ବାହାନଗା ବ୍ଲକ୍ ବାତ୍ୟାଞ୍ଚଳ

ମୋ ଭାଇ ଆପରେ ଘରେ ପହଞ୍ଚିବ ସାବିତ୍ରୀ ଭାର

ଭୁବନେଶ୍ୱର: ଆସୁଛି ସାବିତ୍ରୀ ବ୍ରତ । ଫଳ ବଜାରରେ ଲାଗି ଲୋକଙ୍କ ଭିଡ଼ । ତେବେ ମହାମରୀରେ ଘରେ ଫଳ ଓ ପୂଜା ସାମଗ୍ରୀ ପହଞ୍ଚଇବ ମୋ ଭାଇ ଆପ୍ । କଟକ, ଭୁବନେଶ୍ୱର ଓ ବାଲେଶ୍ୱରରେ ଏହି ଆପ୍ ମାଧ୍ୟମରେ ସାମଗ୍ରୀ ପହଞ୍ଚିବ ବୋଲି ସୂଚନା ଦେଇଛନ୍ତି ଜ୍ୟୋତିରଞ୍ଜନ ସାହୁ । ୱେବସାଇଟ ମାଧ୍ୟମରେ

ଅକ୍ଟୋବର ୧୫ରେ ହେବ ଆଇପିଏଲର ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ: କରୋନା ମହାମାରୀ ଲାଗି ସ୍ଥଗିତ ରହିଥିବା ଚଳିତ ସିଜିନ ଆଇପିଏଲର ବଳକା ମ୍ୟାଚ ସେପ୍ଟେମ୍ବର ୧୯ରୁ ଖେଳାଯିବ । ଅକ୍ଟୋବର ୧୫ରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ବାକିଥିବା ୩୧ଟି ମ୍ୟାଚ ଖେଳାଯିବ । ତେବେ ଚଳିତ ସିଜିନରେ କିଏ ଚାମ୍ପିୟନ

ଆଜି ସଦ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନିଜ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ କହ କହିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଶେଷ ଥର

ଶ୍ରୀଲଙ୍କାରେ ହୋଇପାରେ ଟି-୨୦ ବିଶ୍ୱକପ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଆୟୋଜନକୁ ନେଇ ବଢ଼ୁଛି ସସପେନ୍ସ । ଆୟୋଜନ କରିବା ଲାଗି ବିଭିନ୍ନ ଦେଶ ମଧ୍ୟରେ ଲାଗିଛି ପ୍ରତିଯୋଗିତା । ସେପଟେ ଏହି ରେସରେ ଆଜି ସାମିଲ ହୋଇଛି ଶ୍ରୀଲଙ୍କା କ୍ରିକେଟ ବୋର୍ଡ । ବିଶ୍ୱକପ ଆୟୋଜନ କରିବା ଲାଗି ବିସିସିଆଇ ସହ କଥା ହେଉଛି ଏସଏଲସି ବୋର୍ଡ । ସୂଚନା

ବିଧବା ପରିବା ବିକାଳିଙ୍କୁ ଟେକିନେଇ ୨ଦିନ ଦୁଷ୍କର୍ମ କଲେ ୩ ଦୁର୍ବୁତ

ସୁନ୍ଦରଗଡ଼: କିଛି କ୍ଷଣର ସୁଖ ଲାଗି ମଣିଷ ପାଲଟିଯାଉଛି ପଶୁ । ଦେହର ସୁଖ ଲାଗି ଅନ୍ୟର ଦୁଃଖ ବୁଝ଼ିଲେନି ନର ପିଚାଶ । ବିଧବା ମହିଳାଙ୍କୁ ଟେକି ନେଇ ଦୁଇଦିନ ଦୁଷ୍କର୍ମ କଲେ ୩ ଦୁର୍ବୁତ । ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଅଞ୍ଚଳରୁ ଆସିଛି ଏଭଳି ଲଜ୍ଜାଜନକ ଖବର । ପୋଲିସ ଏହି ମାମଲାରେ ଜଣେ ନାବାଳକ

ପାକିସ୍ତାନରେ ଟ୍ରେନ ଦୁର୍ଘଟଣାରେ ୩୦ରୁ ଅଧିକ ମୃତ

ନୂଆଦିଲ୍ଲୀ: ପାକିସ୍ତାନରେ ଦୁଇ ଟ୍ରେନ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପାକିସ୍ତାନର ଘୋଟକି ଜିଲ୍ଲାର ଧାରକି ନାମକ ଏକ ସହରରେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ସାର ସାୟଦ ନାମକ ଏକ୍ସପ୍ରେସ ଟ୍ରେନ ଲାହୋର ଅଭିମୁଖେ