ସକ୍ରିୟ ହେଉଛି ମୌସୁମୀ
ଭୁବନେଶ୍ୱର: ମୌସୁମୀ କେରଳ ଛୁଇଁବା ପରେ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି । ଆଜି କେନ୍ଦ୍ରୀୟ ଆରବସାଗରର କିଛି ଅଧିକ ସ୍ଥାନ, ସମ୍ପୂର୍ଣ୍ଣ ଉପକୂଳ କର୍ଣ୍ଣାଟକ ଓ ଗୋଆ, ମହାରାଷ୍ଟ୍ରର କିଛି ଅଞ୍ଚଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓ ତେଲେଙ୍ଗାନାର କିଛି କିଛି ଅଞ୍ଚଳରେ ସକ୍ରିୟ ହୋଇଛି।!-->…