Odia News Portal
Monthly Archives

June 2021

ଗଛକଟାରୁ ସଂଘର୍ଷ

ବିନିକା: ଝିମିଟି ଖେଳରୁ ମହାଭାରତ ହେବା ଭଳି ସାମାନ୍ୟ ଗଛକଟାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ହୋଇଛି ସଂଘର୍ଷ । ଉଭୟ ଉଭୟଙ୍କୁ ଆକ୍ରମଣ ଏବଂ ପ୍ରତିଆକ୍ରମଣ କରିଛନ୍ତି । ସବୁର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଭବାନୀପାଲି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୋଟିଏ ପରିବାରର ଦୁଇ

ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: କରୋନାରେ ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ଦେହାନ୍ତ ହୋଇଛି । ତେବେ ତାଙ୍କ ମୃତ୍ୟୁରେ ସମସ୍ତ କ୍ରୀଡା ଜଗତରେ ଦୁଃଖର ଛାୟା ଖେଳିଯାଇଛି

ଷ୍ଟ୍ରେଚରରେ ୨ କିଲୋମିଟର ବୁହାହେଲେ ଗର୍ଭବତୀ

ବିଷମକଟକ: ଗାଁକୁ ପକ୍କା ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ । ଶେଷରେ ଷ୍ଟ୍ରେଚରରେ ଦୁଇ କିଲୋମିଟର ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ସାରାଫାଶ ଗାଁରୁ ଆସିଛି ଏଭଳି ଅଭାବନୀୟ ଦୃଶ୍ୟ । ଗାଁର ସାମୁଦୁ ମାଝୀଙ୍କ ସ୍ତ୍ରୀ ବାସନ୍ତୀ ମାଝୀଙ୍କୁ ଷ୍ଟ୍ରେଚରରେ ବୁହା

କରୋନାରେ ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗୁଥିବା ସମୟରେ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି ।ତେବେ କରୋନା ସଂକ୍ରମଣରେ ବହୁ ବରିଷ୍ଠ ଲୋକଙ୍କର ପରଲୋକ ଘଟୁଥିବା ସମୟରେ ଆଜି ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ

ଆଜି ସର୍ବାଧିକ ୩୭ ଆକ୍ରାନ୍ତ ପ୍ରାଣ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ସଂକ୍ରମଣ କମିଥିବା ସମୟରେ କରୋନା ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲଗାମ ଲାଗୁ ନାହିଁ । ମହାମାରୀର ଏହି ସମୟରେ ଲୋକ ନିଜ ପ୍ରୀୟଜନଙ୍କ ଅନ୍ତିମ ସତ୍କାର ପରେ ଅସ୍ଥି କଳସ ମଧ୍ୟ ସାଙ୍ଗରେ ନେଇ ଯିବା ପାଇଁ ଡରୁଛନ୍ତି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ ଜଣ

ବଢୁଛି ସଂକ୍ରମଣ: ୮୭୩୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣ ।କିଛି ଦିନ ହେବ ରାଜ୍ୟରେ ସାମାନ୍ୟ ମାତ୍ରାରେ ସଂକ୍ରମଣ କମିଥିବା ସମୟରେ ଆଜି ପୁଣି ଥରେ ବଢ଼ିବାରେ ଲାଗିଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ

ଭ୍ୟାକ୍ସିନ ଆଟ ଡୋର ଷ୍ଟେପ ଅଭିଯାନ ଆରମ୍ଭ

ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସୋମବାର ଠାରୁ ଆରମ୍ଭ ହୋଇଛି ଭ୍ୟାକ୍ସିନ ଆଟ ଡୋର ଷ୍ଟେପ ଅଭିଯାନ । ବିଏମସିର ୩ ଟି ଜୋନ୍ ରେ ମୋଟ୍ ୬ ଟି ଆପାର୍ଟମେଂଟରେ ଟିକା ଦିଆଯାଇଛି । ପ୍ରତି ଆପାର୍ଟମେଂଟରେ ୨ ଶହ ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବିଶେଷ

ତେଜିଲା ଟୀକା ବିବାଦ : ଅଣଏନଡିଏ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜୟନ୍

ତିରୁଅନନ୍ତପୁରମ : ଦେଶରେ ସଂପ୍ରତି ୧୮ ରୁ ୪୪ ବର୍ଷ ବର୍ଗଙ୍କ  ଟିକାକରଣ ଜାରି ରହିଛି।  ହେଲେ ପର୍ଯ୍ୟାପ୍ତ ମାତ୍ରାରେ ଟିକା ଉପଲବ୍ଧ ହୋଇ ପାରୁନଥିବାରୁ ଟିକାକରଣ ପ୍ରଭାବିତ  ହେଉଛି। ଏହାକୁ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ରାଜନୀତି ଚାଲିଛି। ଏହା ମଧ୍ୟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ