Odia News Portal
Monthly Archives

July 2021

୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଲୱାମାର ଜଙ୍ଗଲ ଅଞ୍ଚଳରେ ଭାରତର ସୁରକ୍ଷା ବାହିନୀ ଯବାନଙ୍କ ଗୁଳିରେ ଦୁଇଜଣ ଆତଙ୍କିଙ୍କର ମୃତ୍ୟୁ ଘଟିଛି। ଶନିବାର ସକାଳେ ଏହି ଘଟଣା ଘଟିଛି। ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାଉ କରିନେବା ସହିତ ତଲାସି ଅଭିଯାନ ଚଳାଇଛନ୍ତି। କାଶ୍ମୀର ଜୋନ ପୁଲିସ ସୂତ୍ର…

ଟୋକିଓ ଅଲିମ୍ପିକ୍ସ: ଭାରତ ପାଇଁ ଆଉ ଏକ ପଦକ ଆଶା

ଟୋକିଓ: ଟୋକିଓ ଅଲିମ୍ପିକ୍ସ ଡିସ୍କସ୍ ଥ୍ରୋରେ ଭାରତର ପଦକ ଆଶା ବଢାଇଲେ କମଲପ୍ରୀତ କୌର। ଡିସ୍କସ୍ ଥ୍ରୋ ଯୋଗ୍ୟତା ଗ୍ରୁପ୍ ବିରେ କମାଲ କରିଛନ୍ତି କମଲପ୍ରୀତ କୌର । ଜବରଦସ୍ତ ପ୍ରଦର୍ଶନ ସହିତ ଫାଇନାଲକୁ ଏଣ୍ଟ୍ରି କରିଛନ୍ତି କମଲ । ପ୍ରଥମ ପ୍ରୟାସରେ ସେ ୬୦.୨୯ ମିଟର ଫିଙ୍ଗିଥିବାବେଳେ…

ରାଜ୍ୟରେ ବଢ଼ୁଛି ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର: କରୋନା ଭୟ କମିନଥିବା ବେଳେ ହୁ ହୁ ହୋଇ ମାଡୁଛି ଡେଙ୍ଗୁ । ରାଜ୍ୟରେ ବଢିବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ରାଜଧାନୀରେ ବସ୍ତି ଅଞ୍ଚଳ ଅପେକ୍ଷା ଜନଗହଳି ଅଞ୍ଚଳରୁ ଅଧିକ ଡେଙ୍ଗୁ ବାହାରୁଛି। ବର୍ତ୍ତମାନ ରାଜ୍ୟରେ ୬୧୪ ଡେଙ୍ଗୁ ରୋଗୀ ଥିବା ବେଳେ ବିଏମସି ଅଞ୍ଚଳରୁ…

ଆଜି ଦେଶରେ ୪୧ ହଜାର ୬୪୯ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୧ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୬୪୯…

ନଜର ପକାନ୍ତୁ ରାଜ୍ୟ କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୧୫୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୯୧୫ ଓ ସ୍ଥାନୀୟ ସଂକ୍ରମିତ ୬୬୩ ଜଣ ରହିଛନ୍ତି। ସେହିଭଳି ଅନୁଗୁଳରୁ ୪୭, ବାଲେଶ୍ୱର ୭୮, ବରଗଡ ୯, ଭଦ୍ରକ ୫୨, ବଲାଙ୍ଗିର ୮, ବଉଦ ୪, କଟକ ୨୧୨, ଦେବଗଡରୁ ୮ ଚିହ୍ନଟ…

କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ନବୀନ ଚିଠି ଲେଖିଛନ୍ତି । ଓଡ଼ିଶାକୁ ସାର ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଥିବା ଜଣାପଡିଛି । ମେ’, ଜୁନ ଓ ଜୁଲାଇ…

ସକାଳୁ ସକାଳୁ ନଜର ପକାନ୍ତୁ ଆଜିର ମୁଖ୍ଯ ଖବର ଉପରେ

୧-ଭାରତ ପାଇଁ ଅଲିମ୍ପିକ୍ସରେ ଆହୁରି ମଜବୁତ ହେଲା ପଦକ ଆଶା । ବକ୍ସିଂ ଓ ବ୍ୟାଡମିଣ୍ଟନରେ ସେମି-ଫାଇନାଲକୁ ଗଲେ ଲଭ୍ଲିନା ଓ ସିନ୍ଧୁ । ହକିରେ କ୍ୱାର୍ଟରରେ ଭାରତ । ୨-ପୁରୁଷ ହକି ହକି କ୍ବାର୍ଟରଫାଇନାଲରେ ଗ୍ରେଟ୍ ବ୍ରିଟେନକୁ ଭେଟିବ ଭାରତ । ୩-ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ UGC…

ଆଜି ଆସିବ ଅଗଷ୍ଟ ମାସ ଲାଗି ଗାଇଡଲାଇନ

ଭୁବନେଶ୍ୱର: କରୁଛି ଜୁଲାଇ ଗାଇଡଲାଇନ। ଆଜି ଆସିବ ଅଗଷ୍ଟ ମାସ ପାଇଁ କରୋନା ଗାଇଡଲାଇନ । ରାଜ୍ୟ ସରକାର କେଉଁ କଟକଣା ରଖିବେ, କାହାକୁ ବାଦ ଦେବେ ଏହା ଉପରେ ରହିଛି ସମସ୍ତଙ୍କ ନଜର । ଏପେଟ କଟକ ଓ ଖୋର୍ଦ୍ଧା ସମେତ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ମଧ୍ୟ ସଂକ୍ରମଣ ହାର ତଳକୁ ଖସିଛି । …

ଜାଣନ୍ତୁ ଧର୍ମୀୟ ଭାବନାକୁ ନେଇ ବାବା କଣ କହୁଥିଲେ

ଭୁବନେଶ୍ୱର: ଶିରିଡ଼ି ସାଇବାବା ହିନ୍ଦୁ, ମୁସଲମାନ,ପାସି ସମସ୍ତଙ୍କୁ ସମାନ ଚକ୍ଷୁରେ ଦେଖୁଥିଲେ । ତାଙ୍କ ମନ୍ଦିର ଓ ସମାଧି ଦର୍ଶନ ନିମନ୍ତେ ସବୁ ଧର୍ମ, ସବୁ ସଂପ୍ରଦାୟର ଲୋକଙ୍କ ସୁଅ ଛୁଟୁଥିଲା । ସମାଜରେ ସବୁ ବର୍ଗର ଲୋକଙ୍କ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଉପରେ ସେ ବିଶ୍ୱାସ କରୁଥିଲେ ।…

ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ରାଜ୍ୟସଭା ସାଂସଦ ଏନ୍‌.ଭାସ୍କର ରାଓ

ନୂଆଦିଲ୍ଲୀ: ଓଡ଼ିଶାରୁ ରାଜ୍ୟସଭାକୁ ଯାଇ ରେଳମନ୍ତ୍ରୀ ହୋଇଥିବା ଅଶ୍ୱିନୀ ବୈଷ୍ଣବ ରାଜ୍ୟରେ ରେଳ ଚଳାଚଳର ବିକାଶକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହାରି ଭିତରେ ରାୟଗଡ଼ାରେ ନୂଆ ରେଳ ଡିଭିଜନ୍ କାର୍ଯ୍ୟକ୍ଷମ କରିବା ସହ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ…