ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ମୃତ
ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଡ଼ୋଡା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ମିନି ବସ୍ ଯାଉଥିବା ବେଳେ ଖାଇକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡୋଡା ଚିକିତ୍ସାଳୟରେ!-->…