Odia News Portal
Yearly Archives

2021

ସୁଶାନ୍ତଙ୍କ ଫିଲ୍ମ ଛିଛୋରେ କୁ ଶ୍ରେଷ୍ଠ ଫିଲ୍ମ ଆୱାର୍ଡ

୬୭ତମ ରାଷ୍ଟ୍ରୀୟ ଫିଲ୍ମ ଆଓ୍ଵାର୍ଡର ଘୋଷଣା ପୂର୍ବରୁ ହୋଇସାରିଥିଲେ ସୁଦ୍ଧା ଆଜି ବିଜେତାଙ୍କୁ ନ୍ୟାସନାଲ ଆଓ୍ଵାର୍ଡ ଦିଆଯାଇଛି। ଆଜି ବିଜ୍ଞାନ ଭବନରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଫିଲ୍ମ ‘ଛିଛୋରେ’ କୁ ଶ୍ରେଷ୍ଠ

ଆଜିବି ଅନନ୍ୟାଙ୍କୁ ଏନସିବିର ଜେରା

 ମୁମ୍ବାଇ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଆଜି ପୁଣି ଜେରା କରିବା ପାଇଁ ଅନନ୍ୟା ପାଣ୍ଡେଙ୍କୁ ସମନ୍‌ ଜାରି କରାଯାଇଛି। ଏହାକୁ ଲଗାଇ ‘ଏନ୍‌ସିବି’ ଜେରା ପାଇଁ ଅଭିନେତ୍ରୀ ଅନନ୍ୟାଙ୍କୁ  ତିନି ଥର ସମନ୍‌ ଜାରି କଲାଣି। ପ୍ରଥମେ ଗତ ଗୁରୁବାର ଦିନ ଅନନ୍ୟାଙ୍କୁ ଦୁଇଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି

ଭାରତଠୁ ପ୍ରଥମ ଥର ପାଇଁ ଜିତିଲା ପାକିସ୍ତାନ  

ଦୁଇବାରେ ଟ୍ୱି-୨୦ ଦଙ୍ଗଲ । ଭାରତଠୁ ପ୍ରଥମ ଥର ପାଇଁ ଜିତିଲା ପାକିସ୍ତାନ୍, ବିନା କୌଣସି ୱିକେଟ ହରାଇ ହେଲା ବିଜୟ । ପାକିସ୍ତାନ ଦଳର କ୍ୟାପଟେନ୍ ବାବର ଆଜମ ଓ ମହମ୍ମଦ ରିଜୁଆନଙ୍କ ଶତକୀୟ ପାର୍ଟନରସିପ ବଳରେ ଜିତିଲା ପାକ୍ । ତେବେ ପାକିସ୍ତାନ ସାମ୍ନାରେ ୧୫୨ ରନର ବିଜୟଲକ୍ଷ୍ୟ ଧାର୍ଯ୍ୟ

ଆଜି ବିଜେପିର ୧୨ ଘଣ୍ଟିଆ ବାରିପଦା

ଆଜି ୧୨ ଘଣ୍ଟିଆ ବାରିପଦା ବନ୍ଦ ଡାକରା ଦେଇଛି ବିଜେପି । ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଦିନ ବିଜେପି କର୍ମୀଙ୍କୁ ମାଡ ମାରିଥିବା ସମସ୍ତଙ୍କୁ ଗିରଫ ଦାବି କରି ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି । ଏଥିସହ ୧୬

ଆଶ୍ରମ-୩ ସୁଟିଂ ବେଳେ ହଙ୍ଗାମା

ୱେବ୍ ସିରିଜ୍ ଆଶ୍ରମ -୩ର ସୁଟିଂ ସମୟରେ ହଙ୍ଗାମା । ମଧ୍ୟପ୍ରଦେଶ ଭୋପାଳରେ ‘ଆଶ୍ରମ ୩’ ହିନ୍ଦୀ ୱେବ ସିରିଜର ସୁଟିଂ ଚାଲିଥିଲା ବେଳେ ହଙ୍ଗାମା କରିଛନ୍ତି ବଜରଙ୍ଗ ଦଳ କର୍ମୀ । ଏହି ସମୟରେ ବଜରଙ୍ଗ ଦଳର କର୍ମୀ ପ୍ରକାଶ ଝାଙ୍କ ଉପରେ କାଳି ମାଡ କରିଛନ୍ତି । ଏଥିସହ ସୁଟିଂ ସ୍ଥଳରେ

ଆଜିଠୁ ଖୋଲିବ ଅଷ୍ଟମ ଶ୍ରେଣୀ

ଆଜିଠୁ ରାଜ୍ୟରେ ଖୋଲିବ ପ୍ରାଥମିକ ସ୍କୁଲ । ପ୍ରଥମେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ରୁମ୍ ପାଠ ପଢା ଆରମ୍ଭ ହେବ । ରାଜ୍ୟରେ ଥିବା ସମସ୍ତ ସରକାରୀ, ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଓଡ଼ିଆ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଖୋଲିବ । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର

ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର । ଏହି ଦିନ ଦେବ ଦେବ ମହାଦେବଙ୍କୁ ଦର୍ଶନ କରିବା ପାଇଁ ଶୈବପୀଠରେ ଭକ୍ତଙ୍କ ଭିଡ଼ ଲାଗିଥାଏ । କିନ୍ତୁ ଚଳିତ ବର୍ଷ ଧବଳେଶ୍ୱର ପୀଠରେ କୋଭିଡ କଟକଣା ପାଇଁ ୧୪୪ ଧାରା ଲାଗୁ କରାଯାଇଥିବାରୁ ମନ୍ଦିର ପରିସର ସମ୍ପୂର୍ଣ୍ଣ ଖାଁ ଖାଁ ରହିଛି ।

୫ ଦିନିଆ ରିମାଣ୍ଡ ସରିବା ପରେ ଜେଲ ଗଲା ଗୋବିନ୍ଦ

ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଜେଲ ଗଲେ ଗୋବିନ୍ଦ ସାହୁ । ୫ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଗୋବିନ୍ଦଙ୍କୁ ଆଜି କଂଟାବାଞ୍ଜି ମାଜିଷ୍ଟ୍ରେଟଙ୍କ ପାଖରେ ହାଜର କରାଇଥିଲା ପୋଲିସ । ଏହା ପରେ ଗୋବିନ୍ଦ ସାହୁଙ୍କୁ ଜେଲ ପଠାଇ ଦିଆଯାଇଛି । ଏବେ

ଆରମ୍ଭ ହେଲା ମହାଲିଙ୍ଗ କଲେଜରେ ପାଠପଢା

ଗୋବିନ୍ଦ ସାହୁଙ୍କ ମହାଲିଙ୍ଗ ସନସାଇନ୍ କଲେଜରେ ଆରମ୍ଭ ହେଲା ପାଠ ପଢା । ଯୁକ୍ତ ଦୁଇ ପିଲା କଲେଜ ଯାଇ କ୍ଲାସ କରୁଛନ୍ତି । ଆଜି ସକାଳୁ କଲେଜରେ ପାଠପଢା ଆରମ୍ଭ ହୋଇଛି । ସେପଟେ କଲେଜର ପରିଚାଳନା କମିଟି ଭାଙ୍ଗିଛି । ଗତକାଲି ପରିଚାଳନା କମିଟିକୁ ଭାଙ୍ଗି ଦିଆଯାଇଛି । ନୂଆ ପରିଚାଳନା କମିଟି

ଶାହାଙ୍କ ବଡ଼ ଘୋଷଣା

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ଗସ୍ତର ଦ୍ବିତୀୟ ଦିନରେ ଅନେକ ବଡ଼ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଜମ୍ମୁ-କଶ୍ମୀରର ବିକାଶ ହେବ ଓ ଏହି ରାଜ୍ୟ ଦେଶକୁ ଆଗକୁ ବଢାଇବାରେ ସହାୟକ ହେବ ବୋଲି ଶାହ କହିଛନ୍ତି। ଶିକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଜମ୍ମୁ-କଶ୍ମୀର ଏବେ ଅନ୍ୟ