Odia News Portal
Yearly Archives

2021

ଜାଣନ୍ତୁ ଆଜି ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ କଣ ସମ୍ବୋଧନ କଲେ ମୋଦି

ନୂଆଦିଲ୍ଲୀ: ‘ମନ୍‌ କି ବାତ୍‌’ର ୮୨ତମ୍ ସଂସ୍କରଣ ଅବସରରେ ମହିଳା ପୋଲିସ କର୍ମଚାରୀଙ୍କ ଯୋଗଦାନ ସମ୍ପର୍କରେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ମହିଳା ପୋଲିସ କର୍ମଚାରୀମାନେ ଭାରତର ଲକ୍ଷ ଲକ୍ଷ ଝିଅମାନଙ୍କର ଆଦର୍ଶ ପାଲଟୁଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ୨୦୧୪ ବେଳକୁ

ସିନିଅର ମହିଳା ହକିର କ୍ୱାର୍ଟର ଫାଇନାଲରେ ଓଡିଶା

ଝାନ୍‌ସୀ: ଝାନସୀରେ ଚାଲିଥିବା ସିନିଅର ମହିଳା ହକି ପ୍ରତିଯୋଗିତାରେ ଓଡିଶାର ବିଜୟଧାରା ଜାରି ରହିଛି । ପ୍ରତିଯୋଗିତାରେ ଓଡିଶା ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ଛତିଶଗଡକୁ ୩-୦ ଗୋଲରେ ହରାଇବା ସହ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ଅସ୍ମିତା ବାର୍ଲାଙ୍କ ନେତୃତ୍ୱାଧୀନ ଓଡିଶା

ନବୀନ ବାବୁଙ୍କ ହାତ ମୁଠାକୁ ଆମେ ଟାଣ କରିବୁ: ପ୍ରଦୀପ ମାଝୀ

କୋରାପୁଟ: ବିଜେଡିରେ ଯୋଗଦେବେ ପ୍ରଦୀପ ମାଝୀ । ଆଜି ପ୍ରେମସମିଟରେ ଏଭଳି ସୂଚନା ଦେଇଛନ୍ତି ପ୍ରଦୀପ । ଶକ୍ତି ପ୍ରଦର୍ଶନ କରିବା ସହ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହେବେ । ଅବିଭକ୍ତ କୋରାପୁଟ ଜିଲ୍ଲାର ଉନ୍ନତି ଲାଗି ସେ ବିଜେଡିରେ ସାମିଲ ହେବେ । ପ୍ରେସମିଟ ମାଧ୍ୟମରେ ସେ

ଜାତିସଂଘ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ଜାତିସଂଘ ପ୍ରତିଷ୍ଠା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଆନ୍ତର୍ଜାତିକ ସହଯୋଗ ଦୃଢ କରିବା ସବ ସମସ୍ତଙ୍କ ପାଇଁ ଏକ ଶାନ୍ତିପୂର୍ଣ୍ଣ ଓ ସମୃଦ୍ଧ ଭବିଷ୍ୟତ ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୯୪୫

ଆଜି କରୱା ଚୌଥ

ନୂଆଦିଲ୍ଲୀ: ଦେଶର କୋଣ ଅନୁକୋଣରେ ପାଳନ ହେଉଛି କରୱା ଚୌଥ । ସଧବା ନାରୀମାନେ ସ୍ବାମୀଙ୍କ ଶୁଭ ମନାସୀ ପାଳନ କରୁଛନ୍ତି ଏହି ପର୍ବ । ଏହି ଦିନ କରୱା ମାତାଙ୍କ ସମେତ, ମା' ପାର୍ବତୀ, ଭଗବାନ ଶିବ ଓ ଶ୍ରୀଗଣେଶଙ୍କ ପୂଜା କରାଯାଇଥାଏ । ଦିନସାରା ସଧବା ନାରୀମାନେ ବ୍ରତ କରିଥାନ୍ତି । ରାତିରେ

ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : କେବଳ ଭାରତ-ପାକିସ୍ତାନ ନୁହେଁ । କ୍ରିକେଟ୍ ପ୍ରଶଂସକମାନେ ଆଜିର ମହାମୁକାବିଲା ନେଇ ଉତ୍ସାହିତ ଅଛନ୍ତି । ସମସ୍ତଙ୍କ ଅପେକ୍ଷା ସେହି ସ୍ୱର୍ଣ୍ଣିମ ମୂହୂର୍ତ୍ତକୁ । ଆଜି ଆଇସିସି ଟି-20 ବିଶ୍ୱକପ ୨୦୨୧ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ ହେବିଓ୍ୱଟ୍ । ୨୦୧୯ ବିଶ୍ୱକପ

କଂଗ୍ରେସ ଛାଡ଼ିଲେ, ବିଜେଡିରେ ମିଶିବେ

ଭୁବନେଶ୍ୱର: ଆଦିବାସୀ ନେତାଭାବେ ରାଜ୍ୟରେ ପରିଚିତ ଚେହେରା ତଥା କଂଗ୍ରେସର ପୂର୍ବତନ ସାଂସଦ ପ୍ରଦୀପ ମାଝୀ ନିକଟରେ କଂଗ୍ରେସ ଛାଡ଼ିଛନ୍ତି । ତେବେ ସେ ଖୁବଶୀଘ୍ର ବିଜେଡିରେ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା ୨୮ କିମ୍ବା ୨୯ ତାରିଖରେ ସେ ବିଜେଡିରେ ବିଦ୍ଧିବଦ୍ଧ ଭାବେ ଯୋଗ ଦେବେ ବୋଲି

ଆଜି ପୁଣି ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ କେତେ?

ଭୁବନେଶ୍ୱର: ଦେଶରେ ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ ଦାମ । ଲଗାତାର ପଞ୍ଚମ ଦିନରେ ତୈଳଦର ବୃଦ୍ଧି ପାଇଛି । ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ଉଭୟ ପେଟ୍ରୋଲ ଓ ଡିଜେଲ୍ ଦାମ ଲିଟର ପିଛା ୩୫ ପଇସା ଲେଖାଏଁ ବଢ଼ିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୭ ଟଙ୍କା ୫୯ ପଇସା ଓ ଡିଜେଲ୍ ଦାମ ୯୬

ଶାହାରୁଖ୍‌ ବିଜେପିରେ ମିଶିଲେ ଡ୍ରଗ୍ସ ବି ସୁଗାର୍‌ ପାଉଡର୍‌ ହୋଇଯିବ: ଛଗନ

ବିଡ୍: କ୍ରୁଜ୍ ଡ୍ରଗ୍ସ ମାମଲାରେ ମହାରାଷ୍ଟ୍ର ମନ୍ତ୍ରୀ ଛଗନ ଭୁଜବଲ ବିଜେପିକୁ କଟାକ୍ଷ କରି କହିଛନ୍ତି ଯେ ଯଦି ଅଭିନେତା ଶାହାରୁଖ୍‌ ବିଜେପିରେ ମିଶନ୍ତି ତେବେ ଡ୍ରଗ୍ସ ସୁଗାର୍‌ ପାଉଡରରେ ପରିଣତ ହୋଇଯିବ ବୋଲି ସେ କହିଛନ୍ତି। ଗୁଜୁରାଟର ମୁନ୍ଦ୍ରା ବନ୍ଦରରେ ବହୁ ପରିମାଣର ଡ୍ରଗ୍ସ ଜବତ

ଆଜି ଦୁଲୁକିବ ଦୁବାଇ

ଦୁବାଇ: ଟି-୨୦ ବିଶ୍ୱକପରେ ଆଜି ସୁପରସଣ୍ଡେରେ ସୁପର ମ୍ୟାଚ୍ । ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟକ୍କର ହେବାକୁ ଯାଉଛି । ବିଶ୍ବ କ୍ରିକେଟ୍ର ଏହି ଦୁଇ ଲୋକପ୍ରିୟ ଦଳ ବି ରବିବାର ନିଜ ନିଜର ବିଶ୍ବକପ୍ ଅଭିଯାନ ଆରମ୍ଭ କରିବେ। ଅତୀତ ପରିସଂଖ୍ୟାନ ସହ ଦଳର