ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ
ନୂଆଦିଲ୍ଲୀ : ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତର ଭାବେ ବଢୁଥିବା ତୈଳ ଦର ସାଧାରଣ ଜନତାଙ୍କ ଉପରେ ପ୍ରଭାବ ପକାଉଛି । ଦର ହ୍ରାସ ହେବାର ନାଁ ନେଉନି । ଏନେଇ ସମସ୍ତେ ଚିନ୍ତାରେ । ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ!-->…