ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ସହ!-->…