ଆସନ୍ତାକାଲି ବଲାଙ୍ଗୀର ବନ୍ଦ
ବଲାଙ୍ଗୀର: ଆସନ୍ତାକାଲି ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେପି । ମହାଲିଙ୍ଗ ମିଷ୍ଟ୍ରି ଘଟଣାକୁ ନେଇ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ସୂଚନାଯୋଗ୍ୟ ଆଜି ମମିତା ମର୍ଡର ମିଷ୍ଟ୍ରି ଘଟଣାରେ ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ ଡ଼ାକରା ଦିଆଯାଇଛି ।!-->…