ଦାଦାବଟିକୁ କେନ୍ଦ୍ର କରି ଗୁଳିମାଡ଼
ପୁରୀ: ପୁରୀ ଜିଲ୍ଲା ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ଦାଦାବଟିକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ!-->…