Odia News Portal
Yearly Archives

2021

କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସପେଣ୍ଡ

ବଲାଙ୍ଗୀର : ପୋଲିସ ବ୍ୟାରେକ୍‌ରୁ ସ୍କୁଲ୍ ସଭାପତି ଚମ୍ପଟ ମାରିବା ଘଟଣା । ଦାୟିତ୍ୱରେ ଥିବା ୩ ପୋଲିସ କର୍ମଚାରୀ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ୩ଜଣଙ୍କୁ ସସ୍‌ପେଣ୍ଡ କଲେ ଏସ୍‌ପି । ସ୍କୁଲ୍ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଚମ୍ପଟ ମାରିଛନ୍ତି ।

ନାଗାବଳି ନଦୀରେ ଭାସିଗଲେ ବାପପୁଅ

ରାୟଗଡା: ରାୟଗଡା ସହର ଉପକଣ୍ଠରେ ଥିବା ନାଗାବଳୀ ନଦୀର ଝୁଲାପୋଲ ଏବଂ ହାତିପଥର ନିକଟରେ ପାରଳାଖେମୁଣ୍ଡିର ଦୁଇଜଣ ପର୍ଯ୍ୟଟକ ନିଖୋଜ ହୋଇଛନ୍ତି। ନିଖୋଜ ଦୁଇ ଜଣ ହେଲେ ପାରଳାଖେମୁଣ୍ଡି ସହରର କେ. ଜିତେନ୍ଦ୍ର (୧୯) ଓ କେ. ଶ୍ରୀନିବାସ (୪୫)। ସେମାନେ ବାପା ଓ ପୁଅ ବୋଲି ଜଣାପଡିଛି। ସେମାନଙ୍କ

ଆଜି ନୂଆପଡ଼ା ଜିଲ୍ଲା ୧୨ ଘଣ୍ଟିଆ ବନ୍ଦ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗକୁ ସଂରକ୍ଷଣରେ ଅବହେଳା ଅଭିଯୋଗରେ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଏନେଇ ରାଜ୍ୟ ସରକାର ଉପରେ ଅସନ୍ତୋଷ ଦେଖା ଦେଇଛି। ଏହାକୁ ନେଇ ନୂଆପଡ଼ା ଜିଲ୍ଲା ଓବିସି ପକ୍ଷରୁ ଆଜି

କେରଳ ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

ଥିରୁବନ୍ତପୁରମ୍: କେରଳରେ ବର୍ଷା ବିତ୍ପାତ। କେରଳର ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନାନୁସାରେ, ଆଜି କୋକ୍କାୟାରରେ ଭୂସ୍ଖଳନ ପରେ ୩ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ ରାଜ୍ୟରେ ଏପର୍ୟ୍ୟନ୍ତ ୨୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି।

ଆସନ୍ତା ସପ୍ତାହରେ ୬ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର: ସୋମବାର ଠାରୁ ଆସନ୍ତା ସପ୍ତାହରେ ଭାରତରେ ବ୍ୟାଙ୍କ ସେବା ୬ ଦିନ ବନ୍ଦ ରହିବ। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ୬ ଦିନ ବ୍ୟାଙ୍କ ବନ୍ଦ ରହିବ। ଅକ୍ଟୋବର ୧୮ରେ ଆସାମ ଗୌହାଟୀରେ କଟି ବିହୁ ପାଇଁ ବ୍ୟାଙ୍କ ବନ୍ଦ ରହିବ।

ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଏସ୍କର୍ଟ ଗାଡ଼ି ଦୁର୍ଘଟଣା ଗ୍ରସ୍ତ

ଗଜପତି: ରାଜ୍ୟ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଏସ୍କର୍ଟ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ନେଇ ଜଣାଯାଇଛି । ମନ୍ତ୍ରୀ ଭୁବନେଶ୍ୱରରୁ ଗଜପତି ମଧ୍ୟ ଦେଇ ରାୟଗଡା ଯିବାବେଳେ ଗଞ୍ଜାମ ଜିଲ୍ଲା ସୀମାନ୍ତ ତପ୍ତପାଣିରୁ ମନ୍ତ୍ରୀଙ୍କ ଗାଡିକୁ ସୁରକ୍ଷା ଦେଇଆଣୁଥିବା ପୋଲିସ ଏସ୍କର୍ଟ

ଘୋଷଣା ହେଲା ଓଡ଼ିଶା ସିନିୟର ଓ ଜୁନିୟର ମହିଳା ହକି ଦଳ

ଭୁବନେଶ୍ୱର: ନ୍ୟାସନାଲ ଟୁର୍ଣ୍ଣାମେଣ୍ଟ ଲାଗି ଓଡ଼ିଶା ଜୁନିୟର ଓ ସିନିୟର ମହିଳା ହକି ଦଳ ଘୋଷିତ । ଉଭୟ ବର୍ଗରେ ୧୮ ଜଣିଅାଁ ଟିମ୍ ବଛାଯାଇଛି । ଓଡ଼ିଶା ସିନିଅର ନ୍ୟାସନାଲ ଟିମର ନେତୃତ୍ବ ଅସ୍ମିତା ବାର୍ଲା ନେଉଥିବା ବେଳେ ଜୁନିଅର ଟିମର ନେତୃତ୍ୱ ନେବେ ଜ୍ୟୋତି ଛେତ୍ରୀ । ଝାନ୍ସିରେ

ଭଲ ମଣିଷ ହେବାକୁ ପ୍ରତିଶ୍ରୁତି ଦେଲେ ଆର୍ୟନ

ମୁମ୍ବାଇ: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ୍‌ ଖାନ ଏବେ ଜେଲ୍‌ରେ ଅଛନ୍ତି। ମୁମ୍ବାଇ ସେସନ୍‌ କୋର୍ଟ ଆର୍ୟନଙ୍କ ଜାମିନ ଆବେଦନ ଶୁଣାରିକୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଏହାରି ଭିତରେ ଆର୍ୟନ୍‌ଙ୍କୁ

୫ ବର୍ଷର ଝିଅକୁ ତିନିଜଣ ଜଙ୍ଗଲ ଭିତରେ…

ନୂଆଦିଲ୍ଲୀ: ଦେହଲୋଭୀ ମଣିଷଙ୍କ ଉନ୍ମତ୍ତକାଣ୍ଡ । ଦେହର ଭୋକ ଆଗରେ ସବୁକିଛି ତୁଚ୍ଛ ହୋଇଯାଇଛି । କିଛି କ୍ଷଣର ସୁଖ ଲାଗି ମଣିଷରୁ ନର ରାକ୍ଷସ ପାଲଟିଯାଇଛନ୍ତି । ମାତ୍ର ୫ ବର୍ଷର ନାବାଳିକା ସହ ୩ ଜଣ ଯୁବକ ମିଶି ଦୁଷ୍କର୍ମ କରିଥିବା ଲଜ୍ଜା ଘଟଣା ସମାନାକୁ ଆସିଛି । ଔରଙ୍ଗାବାଦରେ ଏଭଳି

ମହାପ୍ରଭୁଙ୍କ ଦର୍ଶନ ପାଇଁ ଜାରି ହେଲା ନୂଆ ଏସଓପି

ପୁରୀ : କରୋନା କଟକଣା ମଧ୍ୟରେ ପୁରୀ ଶ୍ରୀମନ୍ଦିର ଖୋଲିଥିବା ବେଳେ ପ୍ରାୟ ସବୁ ସମୟରେ ରାଜ୍ୟରେ କରୋନା ସ୍ଥିତି ଓ ବିଶେଷ ଭାବରେ ପୁରୀ ସହରରେ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସର୍ବ ସାଧାରଣ ଦର୍ଶନ ନିମନ୍ତେ ଭିନ୍ନ ଭିନ୍ନ ଗାଇଡଲାଇନ୍ ଜାରି କରାଯାଇ ଆସୁଛି। ବର୍ତ୍ତମାନ