ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି ଥିବା ବେଳେ ମୃତ୍ୟୁସଂଖ୍ୟା ୧୫୦ରୁ କମ୍ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୧୪୬!-->…