Odia News Portal
Yearly Archives

2021

ଜାଣନ୍ତୁ ଉପବାସ ରହିବାକୁ ନେଇ କଣ କହୁଥିଲେ ବାବା

ଭୁବନେଶ୍ୱର: କେଉଁ ମା ଚାହିଁବ ନାହିଁ ଯେ ତା’ ପାଇଁ ତା’ର ସନ୍ତାନ ଉପାସ ରହୁ । ବାବାଙ୍କ ଭଳି ସଦଗୁରୁମାନେ ମାତୃତୁଲ୍ୟ । କୌଣସି କଠୋର ନୀତି ନିୟମ, ବ୍ରତ ପାଳନ କରି ଭକ୍ତମାନେ କଷ୍ଟ ପାଆନ୍ତୁ ଏହା ସେମାନେ ଚାହାଁନ୍ତି ନାହିଁ । ମନର ଉପବାସ ବିନା ଶରୀରର ଉପବାସ ଅର୍ଥହୀନ । ଉପବାସ କଲାବେଳେ

ଦମଦାର ବିଜୟ ସହ ଫାଇନାଲରେ ପ୍ରବେଶ କଲା କେକେଆର

ଦୁବାଇ: ଦମଦାର ବିଜୟ। ଫାଇନାଲରେ କେକେଆର। କ୍ରିକେଟ ଷ୍ଟାଡିୟମଠାରେ ଆଇପିଏଲ ୨୦୨୧ର ୨ୟ କ୍ବାଲିଫାୟର ମ୍ୟାଚରେ ଦିଲ୍ଲୀକୁ ୩ ୱିକେଟରେ ପରାସ୍ତ କରିଛି କୋଲକାତା । ଏହି ବିଜୟ ସହ କୋଲକାତା ଫାଇନାଲରେ ପ୍ରବେ‌ଶ କରିଛି । ପ୍ରଥମ ପାଳିରେ ଦିଲ୍ଲୀ ୨୦ ଓଭରରେ ୫ ୱିକେଟ ହରାଇ ୧୩୫ ରନ୍‌

ଆର୍ୟନଙ୍କୁ ମିଳିଲାନି ଜାମିନ୍

ମୁମ୍ବାଇ: କିଙ୍ଗ ଖାନଙ୍କ ପୁଅ ଆର୍ୟନଙ୍କୁ ମିଳିଲାନି ଜାମିନ୍ । ବୁଧବାର ତାଙ୍କ ଜାମିନ ଆବେଦନ ଉପରେ ପ୍ରାୟ ତିନି ଘଣ୍ଟା ଶୁଣାଣି ହୋଇଛି ଏବଂ ଏହା ଉପରେ କୌଣସି ନିଷ୍ପତ୍ତି ହୋଇ ପାରି ନାହିଁ। ଗୁରୁବାର ସକାଳ ୧୧ଟାରେ ଏହା ଉପରେ ପୁନଃ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି। ତେଣୁ ଜେଲ୍ରୁ

ଶ୍ରୀ ଜଗନ୍ନାଥ ଷ୍ଟାଡିୟମ୍ ନିର୍ମାଣ ସମୀକ୍ଷା କଲେ ୫-ଟି ସଚିବ

ପୁରୀ: ପୁରୀ ପେଣ୍ଠକଟା ଅଞ୍ଚଳରେ ଚାଲିଥିବା ଶ୍ରୀ ଜଗନ୍ନାଥ ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି ୫ ଟି ସଚିବ ଭି. କେ. ପାଣ୍ଡିୟାନ। ସେ ନିର୍ମାଣ ସ୍ଥଳ ପରିଦର୍ଶନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ଡିସେମ୍ବର ମାସ ଶେଷ ସୁଦ୍ଧା

ମୁହଁର ସୌନ୍ଦର୍ଯ୍ୟ ଲାଗି ଆପଣାନ୍ତୁ ଏହିସବୁ ଘରୋଇ ଉପଚାର

ଭୁବନେଶ୍ୱର: ସମସ୍ତେ ଚାହାଁନ୍ତି ସୁନ୍ଦର ଦେଖାଯିବା ଲାଗି । ତେବେ ସୁନ୍ଦର ଦେଖାଯିବା ଅନେକ ଉପାୟ ଆପଣାନ୍ତି ସମସ୍ତେ । ଟମାଟୋ, ମୁଲତାନି ମାଟି ଓ ଚନ୍ଦନ – ଏକ ପାତ୍ରରେ ଟମାଟୋ ରସ, ମୁଲତାନି ମାଟି ଓ ଚନ୍ଦନ ପାଉଡ଼ର ମିଶାଇ ଦିଅନ୍ତୁ। ଏବେ ଏହାକୁ ମୁହଁରେ ଲଗାଇ ୫ ରୁ ୧୦ ମିନିଟ ରଖନ୍ତୁ।

ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦର ଟପ୍‌ କମାଣ୍ଡର ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅବନ୍ତିପୋରାର ଟ୍ରାଲ ଅଞ୍ଚଳରେ ଅବସ୍ଥିତ ତିଲୱାନି ମୋହଲ୍ଲା ୱାଗ୍ଗଡରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଏହି ଅଞ୍ଚଳରେ

ଭାରତୀୟ ଟି-୨୦ ଦଳରେ ପରିବର୍ତ୍ତନ, ଏହି ଖେଳାଳୀଙ୍କ ସ୍ଥାନରେ…

ନୂଆଦିଲ୍ଲୀ: ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସ-୨୦ ବିଶ୍ୱକପ । ତେବେ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦଳରେ ହୋଇଛି ପରିବର୍ତ୍ତନ । ଭାରତୀୟ ଟି-୨୦ ବିଶ୍ୱକପ୍ ଦଳରେ ପରିବର୍ତ୍ତନ ହୋଇଛି । ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ଜାଗା ନେଇଛନ୍ତି ଦ୍ରୁତ ବୋଲର ସାର୍ଦ୍ଦୁଲ ଠାକୁର । ବୁଧବାର

ଏମ.ଏସ ଲ’ ୟୁନିଭରସିଟିକୁ ମିଳିଲା ମାନ୍ୟତା

କଟକ: କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ମିଳିଲା ମାନ୍ୟତା । ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଇଛି ୟୁନିଭରସିଟି ଗ୍ରାଣ୍ଟ କମିଶନ । ତେବେ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ସହ ତାଲିକାଭୁକ୍ତ କରିଛି ୟୁଜିସି । ୟୁଜିସି ଅଧିନିୟମ ଅନୁସାରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ଏମଏସଏଲୟୁ ।

ରାଜଧାନୀରେ ସିଲ୍ ହେଲା ଆଉ ଏକ ରେଷ୍ଟୁରାଣ୍ଟ

ଭୁବନେଶ୍ୱର: କୋଭିଡ୍ ଗାଡ୍ଲାଇନକୁ ଅମାନ୍ୟ କରୁଥିବା ବ୍ୟବସାୟୀଙ୍କ ବିରୋଧରେ ବିଏମସି ପକ୍ଷରୁ ନିଆଯାଉଛି ଦୃଢ଼ କାର୍ଯ୍ୟାନୁଷ୍ଠାନ । କଟକଣା ଅମାନ୍ୟ କରୁଥିବା ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟକୁ ସିଳ୍ କରୁଛି ବିଏମସି । ନିକୋ ପାର୍କ ନିକଟସ୍ଥ ନାଇନଥ୍ ଷ୍ଟ୍ରିଟ ରେଷ୍ଟୁରାଣ୍ଟ ସିଲ୍ କଲା

ମୋହନ ମାଝୀଙ୍କୁ ଆକ୍ରମଣ ଘଟଣାର ଅଭିଯୁକ୍ତ ଚିହ୍ନଟ

କେନ୍ଦୁଝର: ସଦର ବିଧାୟକ ମୋହନ ମାଝୀଙ୍କ ଗାଡି ଉପରକୁ ହୋଇଥିଲା ବୋମା ମାଡ । ଏ ନେଇ ଗତକାଲି ଅଭିଯୁକ୍ତଙ୍କ ସିସିଟିଭି ଫୁଟେଜକୁ ଜାରି କରାଯାଇ ପୁରସ୍କାର ଘୋଷଣା ହୋଇଥିଲା । ସବିଶେଷ ରିପୋର୍ଟ ଅନୁଯାୟୀ ଅଭିଯୁକ୍ତଙ୍କ ଚିହ୍ନଟ ହୋଇଥିବା ନେଇ ରାଉରକେଲା ଡିଆଇଜି ଜୟନାରାୟଣ ପଙ୍କଜ ସୂଚନା