Odia News Portal
Yearly Archives

2021

ମୋଦିଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖରିଫ ଧାନ ସଂଗ୍ରହ ନେଇ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ କେନ୍ଦ୍ର ବଳକାଚାଉଳ ଉଠାଇନଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ କେନ୍ଦ୍ର ନେବ ସେନେଇ ଚିଠିରେ

ପୋଖରୀରୁ ଉଦ୍ଧାର ହେଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅର ମୃତଦେହ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ସନ୍ଦେହଜନକ ମୃତ୍ୟୁ । ପାତ୍ରପଡ଼ା ଗାଁ ନିକଟରେ ଥିବା ପୋଖରୀରୁ ଉଦ୍ଧାର ହୋଇଛି ମୃତଦେହ । ତେବେ ତାଙ୍କୁ କେହି ଦୁବୃତ୍ତ୍ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି । ତେବେ ନବୀନ ଦାସ ସୋସିଆଲ ମିଡିଆରେ ଏକ ଭାବବିହ୍ୱଳ ପୋଷ୍ଟ

ଭାଇରାଲ ହେଉଛି ସଲମାନ ଖାନ ଗାଇଥିବା ‘ମାନିକେ ମାଗେ ହିତେ’

ମୁମ୍ବାଇ: ଇଣ୍ଟରନେଟ୍ ସେନ୍ସେସନ ପାଲଟିଛି ଗୀତ 'ମାନିକେ ମାଗେ ହିତେ'। ବିଗ୍ ବସ୍ ୧୫'ର ପ୍ରଥମ ଓ୍ବିକେଣ୍ଡ୍ କା ବାର ଏପିସୋଡରେ ମାନିକେ ମାଗେ ହିତେ 'ଗାୟକ ୟୋହାନି ଦିଲେକା ଦେ ସିଲ୍ଭା ନବରାତ୍ରୀ ସ୍ପେଶାଲ୍ରେ ସ୍ବତନ୍ତ୍ର ଅତିଥି ହେବାକୁ ଯାଉଛନ୍ତି। ଚର୍ଚ୍ଚାରେ ଥିବା ଏହି ଗୀତକୁ ଏବେ

କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡି ଉପରକୁ ବୋମା ମାଡ଼

କେନ୍ଦୁଝର: କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ଗାଡି ଉପରକୁ ବୋମା ମାଡ଼ ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ବିଧାୟକ ମୋହନ ମାଝୀ ରବିବାର ମଣ୍ଡୁଆ ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳକୁ ମଣ୍ଡୁଆ ପୋଲ ନିକଟରେ

ଆଜି ରେଖାଙ୍କ ଜନ୍ମଦିନ, ଜାଣନ୍ତୁ ବଲିଉଡରେ ଏଣ୍ଟ୍ରି ପୂର୍ବରୁ କେମିତି ଥିଲା ରେଖାଙ୍କ ଜୀବନ

ନାଁ ତାଙ୍କର ଭାନୁରେଖା ଗନେଶନ । ହେଲେ ସେ ହେଉଛନ୍ତି ସମସ୍ତଙ୍କର ପ୍ରିୟ ରେଖା । ବଲିଉଡର ଏହି ଭେଟେରାନ ଅଭିନେତ୍ରୀ ସବୁ ପ୍ରକାର ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ମହଲରେ ଛାପ ଛାଡ଼ିଛନ୍ତି । ହସ ହସ ମୁହଁ ଆଉ ବୟସ ବଢ଼ିଥିଲେ ସୁଦ୍ଧା ସୌନ୍ଦର୍ଯ୍ୟର ମାଧୁର୍ଯ୍ୟ ସମସ୍ତଙ୍କ ବିମୋହିତ କରିଥାଏ ।

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ବର : ରବିବାର ଦିନ ପୁଣି ଥରେ ବୃଦ୍ଧି ପାଇଛି ତେଲ ଦର । ଏହାକୁ ମିଶାଇ ଗତ ୬ ଦିନ ହେଲା କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢିଚାଲିଛି । ରାଷ୍ଟ୍ରାୟତ୍ତ ତେଲ କମ୍ପାନିମାନେ ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି କରିଛନ୍ତି । ଅନ୍ତର୍ଜାତୀୟ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪

ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରୁ ଲୁଟ୍

କଟକ: ବିଧାୟକ ସୌଭିକ ବିଶ୍ୱାଳଙ୍କ ଘରେ କଳାକନା ବୁଲାଇଲେ ଲୁଟେରା । ଚୌଦ୍ୱାର-କଟକ ବିଧାୟକଙ୍କ ଘରୁ ଚୋରି ଅଭିଯୋଗ । ଗତକାଲି ରାତିରେ ଲୁଟ୍ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଖୋଳତାଡ କରୁଛି ଚାଉଳିଆଗଞ୍ଜ ଥାନା ପୋଲିସ । ବିଧାୟକଙ୍କ ଘରୁ ଲୁଟ୍ ଘଟଣା ଜଣା

ସୁପରସଣ୍ଡେରେ ସୁପର ମ୍ୟାଚ

ଦୁବାଇ: ଆଇପିଏଲ ମହାସମରରେ ଆଜି ଦିଲ୍ଲୀକୁ ଭେଟିବ ଚେନ୍ନାଇ । ପ୍ରଥମ କାଲିଫାୟରରେ ପଏଣ୍ଟ ଟେବଲର ପ୍ରଥମ ଦୁଇଟି ସ୍ଥାନରେ ଥିବା ଦିଲ୍ଲୀ ଓ ଚେନ୍ନାଇ ମଧ୍ୟରେ ଖେଳାଯିବ । ଏହି ମ୍ୟାଚ୍ରେ ଯେଉଁ ଦଳ ବିଜୟୀ ହବ ସେହି ଧଳ ସିଧାସଳଖ ଫାଇନାଲ ଖେଳିବ। ପରାଜିତ ଦଳ ଦ୍ୱିତୀୟ କ୍ୱାଲିଫାୟରରେ ମୁକାବିଲା

ଆସନ୍ତାକାଲି ଆର୍ୟନଙ୍କ ଶୁଣାଣି

ମୁମ୍ବାଇ: ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ ପୁଅ ଆର୍ୟନଙ୍କର କଣ ହେବ ? ତାଙ୍କୁ ବେଲ୍ ମିଳିବ ନା ଜେଲରେ ରହିବେ ? ଦଶହରାରେ କଣ ଜୁନିଅର କିଙ୍ଗ ଖାନ୍ ଜେଲ ଚାରିକାନ୍ଥ ଭିତରେ ରହିବେ ? ଆସନ୍ତାକାଲି ଆର୍ୟନଙ୍କ ଜାମିନ ଆବେଦନର ଶୁଣାଣି ଅଛି । ମୁମ୍ୱାଇ ସ୍ୱତନ୍ତ୍ର ଘଊଚଝ କୋର୍ଟ ବେଲ୍