ଶ୍ରୀମନ୍ଦିରରେ ନାବାଳିକାଙ୍କୁ ଅସଦାଚରଣ ଘଟଣା, ପୂଜକ ଗିରଫ
ପୁରୀ: ଶ୍ରୀମନ୍ଦିରରେ ନାବାଳିକାଙ୍କୁ ଅସଦାଚରଣ ଘଟଣାରେ ପୂଜକ ଗିରଫ । ପୂଜକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଅଭିଯୁକ୍ତ ପୂଜକ ଜଣକ ହେଲେ ସଂଗ୍ରାମ ଦାସ । ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ପରିସରରେ ବାମନ ମନ୍ଦିରରେ ହାଇଦ୍ରାବାଦରୁ ଆସିଥିବା ଜଣେ ନାବାଳିକାଙ୍କୁ ଅସଦାଚରଣ!-->…