Odia News Portal
Yearly Archives

2021

ଭାରତ-ଚୀନ୍ ସୈନିକ ମୁହାଁମୁହିଁ

ନୂଆଦିଲ୍ଲୀ: ବିସ୍ତାରବାଦୀ ଚୀନର ବଦମାସୀ କମୁନି । ଲଦାଖ ପରେ ଏବେ ଅରୁଣାଚଳ ପ୍ରଦେଶ ସୀମାରେ ଭାରତୀୟ ସେନା ସହ ମୁହାଁମୁହିଁ ହୋଇଛି । ଏଲଏସିରେ ଦୁଇ ଦେଶର ସୈନ୍ୟ ସାମନା ସାମନି ହୋଇଛନ୍ତି । ଅରୁଣାଚଳ ପ୍ରଦେଶର ୟାଙ୍ଗସ୍ତେ ଅନ୍ତର୍ଗତ ତାଓ୍ୱାଙ୍ଗ ସେକ୍ଟରରେ ଏହି ଘଟଣା ଘଟିଥିଲା ।ଚୀନର

ଦୋଷୀ ସାବ୍ୟସ୍ତ ହେଲେ ଆତ୍ମଘୋଷିତ ଧର୍ମଗୁରୁ ଗୁରମିତ ରାମ ରହିମ

ନୂଆଦିଲ୍ଲୀ: ଦୋଷୀ ସାବ୍ୟସ୍ତ ହେଲେ ଧର୍ମଗୁରୁ ଗୁରମିତ ରାମ ରହିମ। ଶୁକ୍ରବାର ରଞ୍ଜିତ ସିଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁରମିତ। ସ୍ୱତନ୍ତ୍ର ସିବିଆଇ କୋର୍ଟରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।ପଞ୍ଚକୁଲାର ଏକ ସ୍ୱତନ୍ତ୍ର ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧,୨୫୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ କରୋନାରୁ ୨୪,୯୬୩ ଜଣ ସୁସ୍ଥ ହୋଇଛନ୍ତି । କରାଯାଉଥିବା ନମୁନା ପରୀକ୍ଷା ମଧ୍ୟରୁ ସଂକ୍ରମିତ ଚିହ୍ନଟ ହେବା ସଂଖ୍ୟା ସଂପ୍ରତି ୦.୭୧% ରହିଛି । ଦେଶରେ ଦୈନିକ ସଂକ୍ରମଣ ହାର

ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା

ଭୁବନେଶ୍ୱର: ସବୁଠି ଗୋଟିଏ ଚର୍ଚ୍ଚା । କେବେ ହେବ ପଞ୍ଚାୟତ ନିର୍ବାଚନ । ଆଉ ଏଥରକ ଆମ ପଞ୍ଚାୟତ ବା ଏନଏସିରେ କେଉଁ କୋଟା ରହୁଛି । ତେବେ ଆଜି ଏହି ଅପେକ୍ଷାର ଅନ୍ତ ହେବ ବୋଲି ଶୁଣିବାକୁ ମିଳୁଛି । ଆଜି ପଂଚାୟନ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା ପ୍ରକାଶ ପାଇବ । ୱାର୍ଡ ମେମ୍ବର, ସରପଂଚ,

ଶପଥ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧରନ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୧୪ରେ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି । ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ୧୧ ପ୍ରତିଶତର ମହଙ୍ଗା ଭତ୍ତା ବୃଦ୍ଧି କଲେ । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି

ରେପୋ ଓ ରିଭର୍ସ ରେପୋ ରେଟ୍ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ବା ଆରବିଆଇ ଦ୍ୱାରା ତୃତୀୟ ଦ୍ୱିମାସିକ ମୁଦ୍ରାନୀତି ଘୋଷଣା ହୋଇଛି । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହାର ଘୋଷଣା କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ । ରେପୋ ରେଟ୍ ରିଭର୍ସ ରେପୋ ରେଟ୍ ଅପରିବର୍ତ୍ତିତ ରହିବ । ପୂର୍ବ ଭଳି ରେପୋ ରେଟ୍

ଆଜିଠୁ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ପୁଣି ଥରେ ନନ୍ଦନକାନନରେ ଟଏ ଟ୍ରେନରେ ବସି ଚିଡିଆଖାନା ବୁଲିବାର ମଜା ନେଇପାରିବେ ପର୍ଯ୍ୟଟକ । ୭ ବର୍ଷ ପରେ ଟ୍ରାକରେ ଗଡ଼ିବ ଟଏ ଟ୍ରେନ୍। ୭୬-ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ସମାରୋହ ଅବସରରେ ଆଜି ଉଦଘାଟିତ ହେବ ଟଏଟ୍ରେନ ।

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢିଲା ତୈଳ ଦର। ଅନ୍ତର୍ଜାତୀୟ ତୈଳ ମୂଲ୍ୟରେ ବୃଦ୍ଧି କ୍ରମାଗତ ଚତୁର୍ଥ ଦିନ ହାର ବୃଦ୍ଧି ପାଇଥିବାରୁ ଅକ୍ଟୋବର ୯ରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ସାରା ଦେଶରେ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ରାଷ୍ଟ୍ରାୟତ୍ତ ଇନ୍ଧନ ବ୍ୟବସାୟୀଙ୍କ ମୂଲ୍ୟ ବିଜ୍ଞପ୍ତି ଅନୁଯାୟୀ