ସୀତାପୁରରେ ପହଞ୍ଚିଲେ ରାହୁଲ
ଲକ୍ଷ୍ନୌ: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ବୁଧବାର ସନ୍ଧ୍ୟାରେ ସୀତାପୁରରେ ପହଞ୍ଚିଛନ୍ତି। ସେମାନେ ସେଠାରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିବେ। ଗତ ସୋମବାରଠାରୁ!-->…