ଗଜପତିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଗଜପତି: ସ୍ୱାସ୍ଥ୍ୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି । ସମସ୍ତଙ୍କ ସ୍ୱାସ୍ଥ୍ୟ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ । ଏଭଳି ସ୍ଲୋଗାନ ଦେଇଥିବା ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜିଲ୍ଲା ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ସାମିଲ ହୋଇଛି!-->…