ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ରାଜ୍ୟରେ ଉପର ତଳକୁ ହେଉଛି ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୮ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮!-->…