ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୬,୦୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ କେରଳରୁ ୧୫,୯୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୩୬,୭୮,୭୮୬କୁ ବୃଦ୍ଧି ପାଇଛି। ଆଉ ୨୯,୬୨୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ!-->…