ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୨ ଓ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ଓ କିଶୋର ରହିଛନ୍ତି। ରାଜ୍ୟର ଅନୁଗୁଳ!-->…
