ପଞ୍ଚଭୂତରେ ଲୀନ ହେଲେ ଅରିନ୍ଦମ
କେନ୍ଦୁଝର: ସରିଲା ଶେଷକୃତ୍ୟ । ଜନ୍ମମାଟିରେ ପଞ୍ଚଭୂତରେ ଲୀନ ହେଲେ ଦୁଃସାହାସୀ ସାମ୍ବାଦିକ ଅରିନ୍ଦମ ଦାସ । ଆଜି ଭୋର୍ ପ୍ରାୟ ୪ଟା ୨୦ ମିନିଟ୍ରେ ଅରିନ୍ଦମଙ୍କ ପାର୍ଥିବ ଶରୀର ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ପହଞ୍ଚିଥିଲା। ଏହାପରେ ଏକ ଶୋଭାଯାତ୍ରାରେ!-->…
