ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦,୨୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୪୩,୯୩୮ ଜଣ ସୁସ୍ଥ ହୋଇଛନ୍ତି। ଦୈନିକ ସଂକ୍ରମଣ ହାର ୨.୫% ଓ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଏଥିସହିତ ଆରୋଗ୍ୟ ହାର ୯୭.୭୨% ରହିଛି। ରବିବାର ସଂଧ୍ୟା!-->…
